ତାଜା ଖବର ରାଜ୍ୟ Padma Awards 2026: ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍ ମହେନ୍ଦ୍ର ମିଶ୍ରଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ May 25, 2026 Papirani ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ୍, ଭାଷାବିତ୍ ତଥା ଲୋକ କଥାକାର ଡ. ମହେନ୍ଦ୍ର ମିଶ୍ର ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ। ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମ୍ମାନଜନକ ପୁରସ୍କାର ପାଇବା ଏବଂ ସମଗ୍ର ରାଜ୍ୟ ପାଇଁ ଅପାର…