ତାଜା ଖବର ରାଜ୍ୟ Nandankanan: ନନ୍ଦନକାନନକୁ ଆସିଲେ ନୂଆ ଅତିଥି December 5, 2025 Papirani ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦକାନନକୁ ଆସିଲେ ନୂଆ ଅତିଥି । ସୁରତର ଶ୍ୟାମପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନରୁ ଆସିଲେ ଜୀବଜନ୍ତୁ । ସେଠାରୁ ୫ ଓଧ, ୨…