Tag: Draupadi Murmu

Draupadi Murmu in Bengal: ରାଷ୍ଟ୍ରପତି ମୁର୍ମୁ ଏବଂ ଆଦିବାସୀ ସମ୍ପ୍ରଦାୟକୁ ‘ଅପମାନ’ ପାଇଁ ଟିଏମସି ସରକାରଙ୍କୁ ମୋଦିଙ୍କ ସମାଲୋଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ସରକାରଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଦେଶର ଆଦିବାସୀ ସମ୍ପ୍ରଦାୟ ପ୍ରତି ହୋଇଥିବା ଅପମାନ ପାଇଁ ସମାଲୋଚନା କରିଛନ୍ତି । ଶାନ୍ତିନିକେତନର ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ…

ଭରଚୁଆଲ ମାଧ୍ୟମରେ ଗୋ ସମାବେଶ, ଓମଫେଡ କୁ ବିପନ୍ନ ସହାୟତା ଏବଂ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମ ଉଦ୍ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଗତକାଲି ରାଇରଙ୍ଗପୁର ମହତାବ ଭବନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋ ସମାବେଶ, ଓମଫେଡ଼କୁ ବିପନ୍ନ ସହାୟତା ଏବଂ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମକୁ ଆଭାସୀ ମାଧ୍ୟମରେ ମାନନୀୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶୁଭାରମ୍ଭ କରିଛନ୍ତି। ଦୁଗ୍ଧ ହେଉଛି ଜୀବନୀ ଶକ୍ତିର ଉତ୍ସ ଏବଂ…

ଓଡିଶା ପର୍ବ – ୨୦୨୪ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର (ନଭେମ୍ବର ୨୪) ଏଠାରେ ଜବାହରଲାଲ ନେହେରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ କାର୍ଯ୍ଯକ୍ରମରେ ଅଂଶଗ୍ରହଣ କରିବେ ବୋଲି ଶନିବାର ଦିନ ଜଣେ ଅଧିକାରୀ କହିଛନ୍ତି।ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ଯ ଜନସଭାକୁ ସମ୍ବୋଧିତ କରିବେ। ରବିବାର…

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ସଂସଦ ଭବନର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସେ ସଂସଦ ଭବନରେ ପହଞ୍ଚିବା ପରେ ଉପରାଷ୍ଟ୍ରପତି ଜଗଦିଶ ଧନଖଡ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ୱାଗତ କରିଥିଲେ। ଏହାପରେ ମିଳିତ ଅଧିବଶେନକୁ ସମ୍ବୋଧିତ କରି…