ତାଜା ଖବର ରାଜ୍ୟ ଭିସୁଟ୍ ଛାତ୍ରଛାତ୍ରୀଙ୍କ ପାଇଁ ଜାରି ହେଲା ଡ୍ରେସ୍ କୋଡ୍; ଛାତ୍ରୀଙ୍କୁ ଦୁପଟା ମନା August 14, 2025 Papirani ଭିସୁଟରେ ଲାଗୁ ହେଲା ୟୁନିଫର୍ମ ବା ଡ୍ରେସ କୋଡ୍ । ୨୦୨୫-୨୬ ଶିକ୍ଷାବର୍ଷରେ ଆଡମିଶନ କରିଥିବା ପ୍ରଥମ ବର୍ଷ ପିଲାଙ୍କ ପାଇଁ ଡ୍ରେସ୍ କୋଡ୍ ଜାରି ହୋଇଛି । ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ହୋଇଛି ।…