Tag: drinking water projects

Mega Water Projects Delayed in Brahmapur: ବ୍ରହ୍ମପୁରରେ ଜଳ ଜୀବନ ମିଶନ କାର୍ଯ୍ୟରେ ବିଳମ୍ବ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର ଲୋକସଭା ନିର୍ବାଚନମଣ୍ଡଳୀରେ ଜଳ ଜୀବନ ମିଶନର ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟରେ ଅହେତୁକ ବିଳମ୍ବ, ଠିକାସଂସ୍ଥାଗୁଡ଼ିକର ଅବହେଳା ଏବଂ ବିଭିନ୍ନ ପ୍ରଶାସନିକ ପ୍ରତିବନ୍ଧକକୁ ନେଇ ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି।…

ଜଳଯୋଗାଣ କାମରେ ବିଳମ୍ବ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା- ପଞ୍ଚାୟତିରାଜ ମନ୍ତ୍ରୀ

ଜଳଯୋଗାଣ କାମରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ। ଏନେଇ ଆଜି ଅଧିକାରୀ ଚେତାବନୀ ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ସେ କହିଛନ୍ତି ଜଳଯୋଗାଣ ର ସମସ୍ତ ପ୍ରକଳ୍ପ ୨୦୩୬ ସୁଦ୍ଧା ସଂପୂର୍ଣ୍ଣ ହେବ ।କାମ…

ଦୟା ନଦୀରେ ନିର୍ମାଣ ହେବ ଜଳଭଣ୍ଡାର

ଆଜି ବିଧାନସଭା ଗୃହରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ପ୍ରଶ୍ନର ଉତ୍ତରରେ ପାନୀୟ ଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ହେବାକୁ ଯାଉଛି । ଦୟା ନଦୀରୁ ଜଳ ଉଠାଣ ପାଇଁ ହେବ…