ତାଜା ଖବର ରାଜ୍ୟ Odisha Floods: ବନ୍ୟା ପ୍ରଭାବିତ ଅଞ୍ଚଳରେ ଜଳ ଯୋଗାଣ ସ୍ୱାଭାବିକ କରିବାକୁ ତ୍ୱରିତ ପଦକ୍ଷେପ August 17, 2026 Papirani ବନ୍ୟା ଯୋଗୁଁ ପ୍ରଭାବିତ ହୋଇଥିବା ଜଳ ଯୋଗାଣ ବ୍ୟବସ୍ଥାକୁ ଶୀଘ୍ର ସ୍ୱାଭାବିକ କରିବା ପାଇଁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଡିଭିଜନ ପକ୍ଷରୁ କ୍ଷେତ୍ରସ୍ତରରେ ପୁନରୁଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି। ପର୍ଯ୍ୟାପ୍ତ ପରିମାଣର ପାଣି ବୋତଲ ଓ ପାଣି ପାଉଚ୍…