Tag: Driver strike

କାଲିଠୁ ଗଡ଼ିବ ଘରୋଇ ବସ୍‌; ସୁରକ୍ଷା ଯୋଗାଇବେ ରାଜ୍ୟ ସରକାର

ରାଜ୍ୟ ଘରୋଇ ବସ ମାଲିକ ସଂଘର ବଡ଼ ଘୋଷଣା । ଆସନ୍ତାକାଲିଠାରୁ ସାରା ରାଜ୍ୟରେ ସ୍ୱାଭାବିକ ଭାବେ ଗଡ଼ିବ ସବୁ ଘରୋଇ ବସ । ଡ୍ରାଇଭର ସଂଘର ଆନ୍ଦୋଳନ ଜାରି ରହିଥିବା ବେଳେ ବସ୍‌କୁ ସୁରକ୍ଷା ଯୋଗାଇବେ ରାଜ୍ୟ ସରକାର ।…

ଡ୍ରାଇଭରଙ୍କୁ ପିଟିଲେ ଆନ୍ଦୋଳନରତ ଡ୍ରାଇଭର

ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଥିବା ବେଳେ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ଟୋଲ ଗେଟ୍‌ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଆନ୍ଦୋଳନରତ ଡ୍ରାଇଭର ଜଣେ ଡ୍ରାଇଭରଙ୍କୁ ମାଡ଼…

ଆସନ୍ତାକାଲିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଆସନ୍ତା କାଲିଠାରୁ ଓଡ଼ିଶା ଡ୍ରାଇଭର ମହାସଂଘ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି । ୬ ଦଫା ଦାବି ନେଇ ଏହି ଆନ୍ଦୋଳନ ଡାକରା ଦିଆଯାଇଛି । ତେବେ, ଜରୁରୀକାଳୀନ ସେବାରେ ନିୟୋଜିତ ଡ୍ରାଇଭର ଆନ୍ଦୋଳନରେ…

ଆଜିଠୁ ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ

ଭୁବନେଶ୍ୱର : ଆଜିଠୁ ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ । ଆହୁରି ଜୋରଦାର ହେବ ଡ୍ରାଇଭରଙ୍କ ଆନ୍ଦୋଳନ। ହିଟ୍ ଆଣ୍ଡ ରନ୍ ଆଇନ ବିରୋଧରେ ଡ୍ରାଇଭରମାନେ ଦେଶବ୍ୟାପୀ ଆନ୍ଦୋଳନ କରୁଛନ୍ତି । ଓଡ଼ିଶାରେ ବି ଏହାର ପ୍ରଭାବ ତୀବ୍ର ହେବାକୁ ଯାଉଛି…