Tag: Droupadi Murmu

ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ, ସରକାର ଗଠନ ନେଇ କଲେ ଦାବି ଉପସ୍ଥାପନ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି । ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର (ଏନ୍‌ଡିଏ) ସଂସଦୀୟ ଦଳ ବୈଠକରେ ଆଜି ନରେନ୍ଦ୍ର ମୋଦିଙ୍କୁ ଏନ୍‌ଡିଏ ଦଳର ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସରକାର…

କେନ୍ଦୁଝରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ଆଜି କେନ୍ଦୁଝର ଗସ୍ତରେ ମହାମହିମ। ସକାଳେ ରାଷ୍ଟ୍ରପତି ପ୍ରଥମେ କେନ୍ଦୁଝର ଗସ୍ତରେ ଆସି ଧରଣୀଧର ବିଶ୍ୱବିଦ୍ୟାଳୟର ଜାତୀୟ ସେମିନାରକୁ ଉଦଘାଟନ କରିବା ସହ କଦଳୀବାରୀ ଗାଁର ଆଦିବାସୀ ସମ୍ପ୍ରଦାୟର…

ମୟୁରଭଞ୍ଜରେ ମହାମହିମ; ମା’ କିଚକେଶ୍ବରୀଙ୍କୁ କଲେ ପୂଜାର୍ଚ୍ଚନା

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜରେ ପହଞ୍ଚିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଝାଡ଼ଖଣ୍ଡର ରାଞ୍ଚିରେ ଅବତରଣ କଲା ପରେ ସେଠାରୁ ଏକ ହେଲିକପ୍ଟରରେ ଆସି ହେଲିପ୍ୟାଡରେ ଐତିହାସିକ ଖିଚିଂରେ ପହଞ୍ଚିଛନ୍ତି। ଖିଚିଂରେ ପହଞ୍ଚିଲା ପରେ…

ଓଡ଼ିଶା ଆସିବେ ମହାମହିମ୍ ଦ୍ରୌପଦୀ ମୁର୍ମୁ

୪ ଦିନ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୮ଫେବୃଆରୀ ଦିନ ପ୍ରାୟ ୪.୪୫ ସମୟରେ ରାଷ୍ଟ୍ରପତି ମୁର୍ମୁ ତାଙ୍କ ଘର ମୟୂରଭଞ୍ଜ ରାଇରଙ୍ଗପୁରରେ ପହଞ୍ଚିବେ। ଫେବୃଆରୀ ୨୯ ରେ, ରାଷ୍ଟ୍ରପତି ମା କିଚାକେଶ୍ୱରୀ ମନ୍ଦିର, ଖିଚିଙ୍ଗ ପରିଦର୍ଶନ କରିବେ।…