ବ୍ୟବସାୟ Drug-Free Campus in Odisha: କଲେଜ କ୍ୟାମ୍ପସ ହେବ ନିଶାମୁକ୍ତ; କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର October 30, 2025 Nirvay କଲେଜ କ୍ୟାମ୍ପସ ହେବ ନିଶାମୁକ୍ତ । କ୍ୟାମ୍ପସ୍କୁ ନିଶାମୁକ୍ତ କରିବା ଲାଗି ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ପ୍ରତି କ୍ୟାମ୍ପସ୍ରେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର ନିଯୁକ୍ତ ହେବେ । ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ଗଣମାଧ୍ୟମକୁ…