Tag: DSGMC

Complaint Filed Against Arvind Kejriwal: ଅରବିନ୍ଦ କେଜ୍ରିୱାଲଙ୍କ ନାଁରେ ଏତଲା: ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇବା ନେଇ ବଢ଼ିଲା ବିବାଦ

ଆମ୍ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପୁଣି ଏକ ନୂଆ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି। ଦିଲ୍ଲୀ ଶିଖ୍ ଗୁରୁଦ୍ୱାର ପରିଚାଳନା କମିଟି ପକ୍ଷରୁ ତାଙ୍କ ନାମରେ ଏକ ଆନୁଷ୍ଠାନିକ ଏତଲା ଦାଏର କରାଯାଇଛି।…