ତାଜା ଖବର ରାଜ୍ୟ Keonjhar DSSO Arrested: ଭିଜିଲାନ୍ସ ଜାଲରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ November 6, 2025 Papirani ଭିଜିଲାନ୍ସ ଜାଲରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ (DSSO)ବିପ୍ଳବ କେଶରୀ ସାମନ୍ତରାୟ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କର ୩ଟି ଠିକଣାରେ ଏକା…