Tag: Dubai

Odisha CM Returns to Delhi from Dubai: ଦୁବାଇ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ୮ଟି MOU ସହ ୧୬ଟି ନିବେଶ ପ୍ରସ୍ତାବ ସ୍ବାକ୍ଷର

ଦୁବାଇ ଗସ୍ତ ଶେଷ କରି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଗସ୍ତ କାଳରେ ରାଜ୍ୟ ପାଇଁ ବୃହତ ନିବେଶ ସୁଯୋଗ ସୃଷ୍ଟି କରିବାରେ ମୁଖ୍ୟମନ୍ତ୍ରୀ ସଫଳ ହୋଇଛନ୍ତି। ଦୁବାଇରେ ଆୟୋଜିତ ବିଭିନ୍ନ ନିବେଶକ ସମ୍ମିଳନୀ ଓ…

Odisha CM Inaugurates ODOP Gallery: ଦୁବାଇରେ ଓଡ଼ିଶାର କଳା ମହକ: ‘ୱାନ୍ ଡିଷ୍ଟ୍ରିକ୍ଟ, ୱାନ୍ ପ୍ରୋଡକ୍ଟ’ ଗ୍ୟାଲେରୀ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଓଡ଼ିଶାର ପାରମ୍ପରିକ କଳା, ସଂସ୍କୃତି ଏବଂ ହସ୍ତଶିଳ୍ପକୁ ଆନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଦୁବାଇଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ୱାନ୍ ଡିଷ୍ଟ୍ରିକ୍ଟ, ୱାନ୍ ପ୍ରୋଡକ୍ଟ’ ଗ୍ୟାଲେରୀର ଆନୁଷ୍ଠାନିକ ଉଦ୍‌ଘାଟନ…

Odisha Cm Arrives in Dubai: ଦୁବାଇରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ରାତିରେ ଦୁବାଇରେ ପହଞ୍ଚିଛନ୍ତି । ଦୁବାଇରେ ତାଙ୍କୁ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ଏବଂ ସେଠାରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ। ଆଜିଠାରୁ ଦୁବାଇରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ନେତୃତ୍ବରେ…

Israel-Iran Conflict: ସମସ୍ତ ବିମାନଯାତ୍ରା ଉପରେ ରୋକ ଲଗାଇଲା ଦୁବାଇ

ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ଏବଂ ଇରାନର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ପରେ ଶନିବାର ଅନ୍ତର୍ଜାତୀୟ ବିମାନ ଚଳାଚଳ ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଥିଲା। ଦୁବାଇର ବିଳାସପୂର୍ଣ୍ଣ ହୋଟେଲ, ପାମ୍ ଜୁମୈରା ଦ୍ବୀପ ଓ ଦୁବାଇର ବ୍ୟସ୍ତବହୁଳ ବିମାନବନ୍ଦର ଉପରେ…

ଦୁବାଇରୁ ଅସୁସ୍ଥ ଓଡ଼ିଆ ଶ୍ରମିକଙ୍କୁ ଫେରାଇ ଆଣିବାରେ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା

ଦୁବାଇରେ ଚିକିତ୍ସିତ ହେଉଥିବା ଜଣେ ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶାକୁ ଫେରେଇ ଆଣିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲାରେ ବାସ…

ପ୍ରକାଶ ପାଇଲା ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ; ସମସ୍ତ ମ୍ୟାଚ୍ ଦୁବାଇରେ ଖେଳିବ ଭାରତ

ଆସନ୍ତା ଫେବୃଆରୀ ମାସରେ ଅନୁଷ୍ଠିତ ହେବାକୁ ଥିବା ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଆଇସିସି ସୋମବାର ଟୁର୍ନାମେଣ୍ଟ କାର୍ଯ୍ୟସୂଚୀ ଘୋଷଣା କରିଛି । ଫେବୃଆରୀ ୧୯ ରୁ ଏହି ଟୁର୍ନାମେଣ୍ଟ ପାକିସ୍ତାନର କରାଚିରେ ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୯…

ଦୁବାଇରେ ଓଡ଼ିଆ ଯୁବକ ମୃତ

ଦୁବାଇରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଛି। ମରଶରୀର ନିଜ ଜନ୍ମମାଟିକୁ ଫେରାଇ ଆଣିବାକୁ ଉଦ୍ୟମ। ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା । ମୃତ ଓଡ଼ିଆ…