ତାଜା ଖବର ରାଜ୍ୟ Odisha CM to Visit Dubai: ଦୁବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଇନଭେଷ୍ଟର୍ସ ମିଟ୍ରେ ଯୋଗଦେବେ August 29, 2026 Nirvay ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁବାଇ ଗସ୍ତରେ ଯିବେ । ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦୁବାଇ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଦୁବାଇରେ ଆୟୋଜିତ ଇନଭେଷ୍ଟର୍ସ ମିଟ୍ରେ…