ତାଜା ଖବର ଦେଶ Durga Puja stampede in Kolkata: କୋଲକାତା ଦୁର୍ଗାପୂଜା ମଣ୍ଡପରେ ଦଳାଚକଟା, ୧୭ ମୃତ October 17, 2026 Nirvay ପଶ୍ଚିମବଙ୍ଗର କୋଲକାତାରେ ଦୁର୍ଗାପୂଜା ମଣ୍ଡପରେ ଦଳାଚକଟା ଯୋଗୁଁ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ୪୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସପ୍ତମୀ ସନ୍ଧ୍ୟାରେ ଚୋରବାଗାନ ସାର୍ବଜନୀନ ଦୁର୍ଗାପୂଜା ମଣ୍ଡପରେ ପ୍ରବଳ ଭିଡ଼ ହୋଇଥିଲା ।…