ତାଜା ଖବର ରାଜ୍ୟ E-Buses In Sambalpur: ସମ୍ବଲପୁରରେ ୨୫ଟି ଇ-ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ January 10, 2026 Nirvay ସମ୍ବଲପୁରବାସୀଙ୍କ ଗମନା ଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା…