Tag: Eastern Regional Agriculture Conference

Eastern Regional Agriculture Conference: କୋରାପୁଟରେ ହେବ ୧ ଲକ୍ଷ ଏକରରେ କଫି ଚାଷ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୨ ବର୍ଷରେ କୋରାପୁଟରେ ହେବ ୧ ଲକ୍ଷ ଏକରରେ କଫି ଚାଷ। ଏ ନେଇ ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଧାନ ଉତ୍ପାଦନ ବଢିଛି କିନ୍ତୁ ରଖିବାକୁ ଜାଗା…