Tag: Ecam

Odisha Revamps School Exam System: ରାଜ୍ୟରେ ବର୍ଷକୁ ୪ଟି ପରୀକ୍ଷା ଦେବେ ତୃତୀୟରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ

ଏବେ ବର୍ଷକୁ ୪ଟି ପରୀକ୍ଷା ଦେବେ ତୃତୀୟରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ବର୍ଷକୁ ୪ଟି ପରୀକ୍ଷା ଦେବାକୁ ପଡ଼ିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀଙ୍କ…