Tag: ECI

Nuapada Bypoll: ନୂଆପଡ଼ା ଉପନିର୍ବାଚନ: ଦିନ ୩ଟା ସୁଦ୍ଧା ହୋଇଛି ୬୫.୫୬% ଭୋଟିଂ

ନୂଆପଡ଼ା ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ । ଭୋଟ ଦେଉଛି ନୂଆପଡ଼ାବାସୀ । ଦିନ ୩ଟା ସୁଦ୍ଧା ନୂଆପଡ଼ାରେ ୬୫.୫୬ ପ୍ରତିଶତ ଭୋଟିଂ ହୋଇଛି । ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ଆସି ମତଦାନ କରୁଛନ୍ତି। ଏହି ନିର୍ବାଚନରେ ଶାସକ…

Nuapada Bypoll: ଦିନ ୧ଟା ସୁଦ୍ଧା ହୋଇଛି ୫୧.୪୨% ମତଦାନ

ନୂଆପଡ଼ା ଉପନିର୍ବାଚନ ପାଇଁ ସୁରୁଖୁରୁରେ ଚାଲିଛି ମତଦାନ । ଉପନିର୍ବାଚନରେ ଦିନ ୧ଟା ସୁଦ୍ଧା ୫୧.୪୨ ପ୍ରତିଶତ ମତଦାନ ହୋଇଥିବା ହୋଇଥିବା ଜଣାପଡିଛି । ଭୋଟର ମାନେ ନିଜ ନିଜର ମତ ସାବ୍ୟସ୍ତ କରିଛନ୍ତି । ମୋଟ ୩୫୮ ବୁଥରେ ଚାଲିଛି…

Nuapada Bypoll: ନୂଆପଡା ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ହୋଇଛି ୧୪.୯୯ ପ୍ରତିଶତ ଭୋଟିଂ

ବହୁ ପ୍ରତିକ୍ଷୀତ ନୂଆପଡା ଉପନିର୍ବାଚନ ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ଭୋଟିଂ ହୋଇଥିବା ଜଣାପଡିଛି। ଆଜି ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ସାଧାରଣ ଜନତା…

Nuapada Bypoll: ନୂଆପଡ଼ା ଉପନିର୍ବାଚନ: ୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଲୋକଙ୍କୁ ନୂଆପଡ଼ା ଛାଡିବାକୁ ନିର୍ଦ୍ଦେଶ

ନୂଆପଡ଼ା ନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ୍ । ୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଲୋକଙ୍କୁ ନୂଆପଡ଼ା ଛାଡିବାକୁ ନିର୍ଦ୍ଦେଶ । ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ ଯିଏ ନୂଆପଡ଼ା ଯାଇଛନ୍ତି ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ…

SIR In India: ୨ୟ ପର୍ଯ୍ୟାୟରେ ୧୨ ରାଜ୍ୟରେ ଏସ୍‌ଆଇଆର୍

ନିର୍ବାଚନ କମିଶନ ସୋମବାର ଦିନ ଭୋଟର ତାଲିକାର ଦେଶବ୍ୟାପୀ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିଛନ୍ତି । ୨ୟ ପର୍ଯ୍ୟାୟରେ ୧୨ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଏସ୍‌ଆଇଆର୍। ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପୁଡୁଚେରୀ ସମେତ…

ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ

ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସୋମବାର ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ତରଫରୁ ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି ।…

ଦୀପାଳିଙ୍କ ଆବେଦନ ଇସିଆଇ (ECI)ରେ ଗୃହୀତ

ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ଇସିଆଇ। ଝାରସୁଗୁଡ଼ା ବିଧାନସଭା କ୍ଷେତ୍ରର ପରାଜିତ ବିଜେଡି ପ୍ରାର୍ଥୀ ଦୀପାଳି। ନିର୍ବାଚନ ଫଳାଫଳରେ ଅସନ୍ତୋଷ ପ୍ରକାଶ କରି ଅଭିଯୋଗ କରିଥିଲେ। ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଝାରସୁଗୁଡ଼ାର ୧୩ଟି ପୋଲିଂ ଷ୍ଟେସନର…

ECI ଦ୍ଵାରା ନୂତନ ଏସପି ଓ ଡିସିପି ନିଯୁକ୍ତି

ଭାରତର ନିର୍ବାଚନ ଆୟୋଗ (ECI) ନୂତନ ରାଉରକେଲା ଏସପି, କଟକ ଡିସିପି ଏବଂ ଅନୁଗୁଳ ଏସପିଙ୍କ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି। ECI ଦ୍ୱାରା ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ପଠାଯାଇଥିବା ଚିଠି ଅନୁଯାୟୀ ବ୍ରିଜେଶ କୁମାର ରାୟଙ୍କୁ ରାଉରକେଲା ଏସପି,…

ଆସନ୍ତା କାଲି ନିର୍ବାଚନ ତାରିଖ ଘୋଷଣା

ନିର୍ବାଚନ ପାଇଁ ଆସନ୍ତାକାଲି ତାରିଖ ଘୋଷଣା କରିବେ ECI। କାଲି ଅପରାହ୍ନ ୩ଟାରେ ସାମ୍ବାଦିକ ସମ୍ମିଳନୀ କରିବେ ବୋଲି ସୂଚନା ମିଳିଛି। ଲୋକସଭା ଓ କିଛି ବିଧାନସଭା ନିର୍ବାଚନ ପାଇଁ ଘୋଷଣା କରିବେ ବୋଲି ଜଣାପଡିଛି। ଏହା ସହ ଓଡ଼ିଶା, ସିକ୍କିମ,…