Tag: ECI

SIR In India: ୨ୟ ପର୍ଯ୍ୟାୟରେ ୧୨ ରାଜ୍ୟରେ ଏସ୍‌ଆଇଆର୍

ନିର୍ବାଚନ କମିଶନ ସୋମବାର ଦିନ ଭୋଟର ତାଲିକାର ଦେଶବ୍ୟାପୀ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିଛନ୍ତି । ୨ୟ ପର୍ଯ୍ୟାୟରେ ୧୨ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଏସ୍‌ଆଇଆର୍। ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପୁଡୁଚେରୀ ସମେତ…

ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ

ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସୋମବାର ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ତରଫରୁ ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି ।…

ଦୀପାଳିଙ୍କ ଆବେଦନ ଇସିଆଇ (ECI)ରେ ଗୃହୀତ

ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ଇସିଆଇ। ଝାରସୁଗୁଡ଼ା ବିଧାନସଭା କ୍ଷେତ୍ରର ପରାଜିତ ବିଜେଡି ପ୍ରାର୍ଥୀ ଦୀପାଳି। ନିର୍ବାଚନ ଫଳାଫଳରେ ଅସନ୍ତୋଷ ପ୍ରକାଶ କରି ଅଭିଯୋଗ କରିଥିଲେ। ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ଝାରସୁଗୁଡ଼ାର ୧୩ଟି ପୋଲିଂ ଷ୍ଟେସନର…

ECI ଦ୍ଵାରା ନୂତନ ଏସପି ଓ ଡିସିପି ନିଯୁକ୍ତି

ଭାରତର ନିର୍ବାଚନ ଆୟୋଗ (ECI) ନୂତନ ରାଉରକେଲା ଏସପି, କଟକ ଡିସିପି ଏବଂ ଅନୁଗୁଳ ଏସପିଙ୍କ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି। ECI ଦ୍ୱାରା ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ପଠାଯାଇଥିବା ଚିଠି ଅନୁଯାୟୀ ବ୍ରିଜେଶ କୁମାର ରାୟଙ୍କୁ ରାଉରକେଲା ଏସପି,…

ଆସନ୍ତା କାଲି ନିର୍ବାଚନ ତାରିଖ ଘୋଷଣା

ନିର୍ବାଚନ ପାଇଁ ଆସନ୍ତାକାଲି ତାରିଖ ଘୋଷଣା କରିବେ ECI। କାଲି ଅପରାହ୍ନ ୩ଟାରେ ସାମ୍ବାଦିକ ସମ୍ମିଳନୀ କରିବେ ବୋଲି ସୂଚନା ମିଳିଛି। ଲୋକସଭା ଓ କିଛି ବିଧାନସଭା ନିର୍ବାଚନ ପାଇଁ ଘୋଷଣା କରିବେ ବୋଲି ଜଣାପଡିଛି। ଏହା ସହ ଓଡ଼ିଶା, ସିକ୍କିମ,…