ତାଜା ଖବର ମନୋରଞ୍ଜନ ସାଉଥ ସୁପରଷ୍ଟାର ମହେଶ ବାବୁଙ୍କୁ ଇଡିର ସମନ April 22, 2025 Papirani ଇଡି ସ୍କାନରରେ ସୁପର ଷ୍ଟର୍ ମହେଶ ବାବୁ। ସାଉଥ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି)ର ସମନ।ହାଇଦ୍ରାବାଦର ୨ଜଣ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ଘଟଣାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅପ୍ରେଲ ୨୭ରେ ହାଇଦ୍ରାବାଦ ସ୍ଥିତ ଇଡ଼ି…