Tag: ED

Police SI Exam Scam: ପୋଲିସ ଏସଆଇ ପରୀକ୍ଷା ଦୁର୍ନୀତି ମାମଲା: ୯ଟି ସ୍ଥାନରେ ଇଡିର ଚଢ଼ାଉ

ରାଜ୍ୟରେ ଚହଳ ସୃଷ୍ଟି କରିଥିବା ପୋଲିସ ଏସଆଇ ପରୀକ୍ଷା ସ୍କାମ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବଡ଼ ଧରଣର ଆକ୍ସନ ନେଇଛି। ଓଡ଼ିଶା ପୋଲିସ୍ ସବ୍-ଇନ୍ସପେକ୍ଟର ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ରାଜ୍ୟର ୯ଟି ଭିନ୍ନ ଭିନ୍ନ ସ୍ଥାନରେ ଏକାସଙ୍ଗରେ…

Online Betting Scam: ବେଆଇନ୍ ବେଟିଂ ଆପ୍ ମାମଲା; ପୂର୍ବତନ କ୍ରିକେଟର ଓ ବଲିଉଡ୍ ସେଲିବେଟ୍ରିଙ୍କ ସଂପତ୍ତି ଜବତ କଲା ଇଡି

ବେଆଇନ ବେଟିଂ ଆପ୍ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ମାମଲାରେ ପୂର୍ବତନ କ୍ରିକେଟର ଓ ବଲିଉଡ୍ ସେଲିବେଟ୍ରିଙ୍କ ସଂପତ୍ତି ଜବତ କରିଛି ଇଡି । ସେମାନଙ୍କ ମଧ୍ୟରେ ଅଛନ୍ତି ଅଭିନେତ୍ରୀ ଉର୍ବଶୀ ରାଉତେଲା, ଅଭିନେତା…

Anil Ambani: ଶିଳ୍ପପତି ଅନୀଲ ଅମ୍ବାନୀଙ୍କୁ ଝଟକା; ସଂପତ୍ତି ଆଟାଚ କଲା ଇଡି

ଶିଳ୍ପପତି ଅନୀଲ ଅମ୍ବାନୀଙ୍କୁ ଇଡି ଝଟକା । ଲୋନ୍ ଠକେଇ ଓ ମନି ଲଣ୍ଡରିଂ ମାମଲାରେ ସଂପତ୍ତି ଆଟାଚ କରିଛି ଇଡି ।ଭୁବନେଶ୍ବର, ନଭି ମୁମ୍ବାଇ, ଚେନ୍ନାଇ, ପୁନେରେ ଥିବା ସଂପତ୍ତି ଆଟାଚ୍ କରିଥିବା ଜଣାପଡିଛି। ଏହି ସମସ୍ତ ଜାଗାରେ ଥିବା…

ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ପୁଅ ଗିରଫ

ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ପୁଅ ଚୈତନ୍ୟ ବଘେଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ଅବକାରୀ ଦୁର୍ନୀତି ମାମଲାରେ ଗିରଫ କରିଛି । ଚୈତନ୍ୟ ବାଘେଲଙ୍କ ନାଁରେ କୋଟିକୋଟି ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ମଦ…

ସୋନିଆ, ରାହୁଲଙ୍କ ନାଁରେ ଚାର୍ଜସିଟ୍‌; କାଲି ଇଡି ଅଫିସ ଘେରିବ କଂଗ୍ରେସ

ଇଡି ପକ୍ଷରୁ ନ୍ୟାସନାଲ ହେରାଲ୍ଡ ମାମଲା ସହ ଜଡ଼ିତ ମନି ଲଣ୍ଡିଂ ମାମଲାରେ ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ନାଁରେ ଚାର୍ଜସିଟ ଦାଖଲ କରିଛି ଇଡି । ଏହି ଚାର୍ଜ ସିଟରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ…

ପ୍ରମିଳା ମଲ୍ଲିକଙ୍କ ଭାଇ ଘରେ ଇଡି

ଠକେଇ ଅଭିଯୋଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଇଡିର ବଡଧରଣର ଚଢାଉ। ୨୩୧ କୋଟି ଠକେଇ ଅଭିଯୋଗରେ ପ୍ରମିଳାଙ୍କ ଭାଇ ମୃତ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡିର ଚଢାଉ କରିଛି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ…

ବେଆଇନ ବୈଦେଶିକ ମୁଦ୍ରା କାରବାର ଅଭିଯୋଗରେ ଇଡି ଦ୍ୱାରା ଜେଡ ଇଷ୍ଟେଟରେ ଚଢ଼ାଉ : ୧.୩୯ କୋଟି ଜବତ

ଭୁବନେଶ୍ୱରର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନଭେମ୍ବର ୨୨ ରେ ଓଡ଼ିଶା, ଦିଲ୍ଲୀ ଏବଂ ଗୁରୁଗ୍ରାମର ନଅଟି ସ୍ଥାନରେ ଅନୁସନ୍ଧାନ କରିଥିଲା, ଯାହା ମେସର୍ସ ଜେଡ ଇଷ୍ଟେଟସ୍ ପ୍ରାଇଭେଟ୍ ଲିମିଟେଡ୍ (ଜେଡଇପିଏଲ) ସହିତ ଜଡିତ ଥିଲା।ଏହି ଅପରେସନ ସମୟରେ ଇଡି ୧.୩୯ କୋଟି…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାମଲା ରୁଜୁ କଲା ଇଡି

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ଅନ୍ୟମାନଙ୍କ ବିରୋଧରେ ମଇସୁର ନଗର ଉନ୍ନୟନ କର୍ତ୍ତୃପକ୍ଷଙ୍କ ସହ ଜଡ଼ିତ ଏକ ମନି ଲଣ୍ଡରିଂ ମାମଲାରେ ମାମଲା ରୁଜୁ କରିଛି। ଫେଡେରାଲ ଏଜେନ୍ସି ଏନଫୋର୍ସମେଣ୍ଟ କେସ୍ ଇନଫର୍ମେସନ ରିପୋର୍ଟ (ଇସିଆଇଆର)…

ସିବିଆଇ ପରେ ସନ୍ଦୀପ ଘୋଷଙ୍କ ଘରେ ଇଡି ଚଢ଼ଉ

ସିବିଆଇ ପରେ ଏବେ ସନ୍ଦୀପ ଘୋଷଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢ଼ଉ କରିଛି। ମନି ଲଣ୍ଡ୍ରିଂ ମାମଲାରେ ସନ୍ଦୀପ ଘୋଷଙ୍କ ଘରେ ଇଡି ଚଢ଼ଉ କରିଛି। କିଛିଦିନ ତଳେ ଅର୍ଥନୈତିକ ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ସିବିଆଇ ଗିରଫ କରିଥିଲା। ଆରଜି…

ରାହୁଲ ନବୀନ ଇଡିର ନୂଆ ନିର୍ଦ୍ଦେଶକ

ରାହୁଲ ନବୀନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ନୂଆ ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ୧୯୯୩ ବ୍ୟାଚ ଆଇଆରଏସ ଅଫିସର ରାହୁଲ ନବୀନଙ୍କ ନିଯୁକ୍ତିକୁ କ୍ୟାବିନେଟ୍‌ କମିଟିର ମଞ୍ଜୁରୀ ମିଳିଛି। ସେ ଇଡିର କାର୍ଯ୍ୟକାରୀ ମୁଖ୍ୟ ଭାବେ କାମ କରୁଥିଲେ। ତାଙ୍କୁ…