Tag: Education Minister’s Residence

Textbook Error Row: ପାଠ୍ୟ ପୁସ୍ତକ ତ୍ରୁଟି ଘଟଣା; ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜେଡିର ବିକ୍ଷୋଭ

ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ନେଇ ବିଜେପି ସରକାର ଖେଳିବାରେ ଲାଗିଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ପାଠ୍ୟ ପୁସ୍ତକରେ ସାଂଘାତିକ ତ୍ରୁଟି ରହିଛି । କିନ୍ତୁ ବିଜେପି ନିଜ ଦୋଷକୁ ସ୍ୱୀକାର କରି, ତ୍ରୁଟିପୂର୍ଣ୍ଣ ପୁସ୍ତକ ପ୍ରତ୍ୟାହାର କରିବାରେ…