Tag: Education

ସିବିଏସଇର ବଡ଼ ନିଷ୍ପତ୍ତି; ସ୍କୁଲରେ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ

ଛାତ୍ର ଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବଡ଼ ପଦକ୍ଷେପ ନେଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସବସେ) । ବୋର୍ଡ ପକ୍ଷରୁ ତା’ର ନିୟମରେ କିଛି ସଂଶୋଧନ କରି ସ୍କୁଲଗୁଡ଼ିକରେ ରିୟଲ ଟାଇମ, ଅଡିଓ ଏବଂ ଭିଡିଓ ରେକର୍ଡିଂ ସହିତ କ୍ୟାମେରା…

‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଲେଜ ଓ ବିଶ୍ୱବିଦ୍ୟାଳୟ ପରି ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକରେ ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ଏକ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ବିଗତ ଦିନମାନଙ୍କରେ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରୀମାନଙ୍କ…

ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ଛାଡ଼ ନିର୍ଦ୍ଦେଶ ଘଣ୍ଟାକ ମଧ୍ୟରେ ପ୍ରତ୍ୟାହୃତ

ବାଲେଶ୍ୱର ଏଫଏମ୍ କଲେଜରେ ଛାତ୍ରୀ ଜୀବନ ହାରିବା ଘଟଣା ପରେ ମହିଳା ସୁରକ୍ଷାକୁ ଗୁରୁତ୍ୱ ଦେଇ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଜାରି ହୋଇଥିବା ନୂଆ ନିର୍ଦ୍ଦେଶନାମା ଘଣ୍ଟାକ ମଧ୍ୟରେ ପ୍ରତ୍ୟାହୃତ କରିଦିଆଯାଇଛି । ସନ୍ଧ୍ୟା ସାଢ଼େ ୫ଟା ପରେ ଅଧ୍ୟାପିକା,…

ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ

ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା ଥିବ କିମ୍ବା ସମକକ୍ଷ…

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ

+୨ ପରୀକ୍ଷା ଫଳାଫଳକୁ ନେଇ ବଡ଼ ଖବର । ଆସନ୍ତାକାଲି ଅପରାହ୍ଣ ୪ଟା ବେଳେ ପ୍ରକାଶ ପାଇବ +୨ ପରୀକ୍ଷାଫଳ । ଭୁବନେଶ୍ୱର ସ୍ଥିତ ପରିଷଦ କାର୍ଯ୍ୟାଳୟ ପରିସରରେ ଏହା ପ୍ରକାଶ ପାଇବ । ଏକା ସଙ୍ଗେ କଳା, ବାଣିଜ୍ୟ ଓ…

ଆସନ୍ତାକାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ସକାଳ ସ୍କୁଲ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ…

ଦ୍ୱାଦଶ ହିନ୍ଦୀ ପରୀକ୍ଷା ନେଇ ସିବିଏସ୍ଇ ର ସ୍ପଷ୍ଟୀକରଣ

ଦ୍ୱାଦଶ ହିନ୍ଦୀ ପରୀକ୍ଷା ନେଇ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ର ସ୍ପଷ୍ଟୀକରଣ । କିଛି ସ୍ଥାନରେ ମାର୍ଚ୍ଚ ୧୪ ଓ ଆଉ କିଛି ସ୍ଥାନରେ ମାର୍ଚ୍ଚ ୧୫ରେ ହୋଲି ପର୍ବ ପାଳନ ହେଉଛି । ତେଣୁ ମାର୍ଚ୍ଚ ୧୫…

ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦିନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ରାଜ୍ୟ ସରକାର କ୍ୟାବିନେଟ୍‌ରେ ନିଷ୍ପତ୍ତି…

ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା; ୪୫ ଦିନରେ ଆସିବ ରେଜଲ୍ଟ

ଚଳିତ ମାସ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହେବ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ ପାଠ୍ୟକ୍ରମର ନିୟମିତ ଓ…

ମାର୍ଚ୍ଚ ୧୫ ସୁଦ୍ଧା ନୂତନ ଶିକ୍ଷାବର୍ଷର ବହି ବଣ୍ଟନ କରିବାକୁ ନିର୍ଦ୍ଦେଶ

ଏଣିକି ଶିକ୍ଷାବର୍ଷ ଆରମ୍ଭରୁ ବିଦ୍ୟାଳୟରେ ପହଞ୍ଚିବ ମାଗଣା ପାଠ୍ୟପୁସ୍ତକ । ଆସନ୍ତା ଏପ୍ରିଲରୁ ୨୦୨୫-୨୬ ଶିକ୍ଷାବର୍ଷ ଆରମ୍ଭ ହେବ । ଏଥିପାଇଁ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷର ପାଠ୍ୟପୁସ୍ତକ ପହଞ୍ଚିବ । ଏ ନେଇ ସବୁ ଜିଲ୍ଲା…