Tag: Elections

West Bengal, Tamil Nadu Record Highest Ever Turnout: ସ୍ୱାଧୀନତା ପରଠାରୁ ପଶ୍ଚିମବଙ୍ଗ, ତାମିଲନାଡୁରେ ରେକର୍ଡ ମତଦାନ

ଦେଶର ଦୁଇ ପ୍ରମୁଖ ରାଜ୍ୟ ପଶ୍ଚିମବଙ୍ଗ ଏବଂ ତାମିଲନାଡୁର ବିଧାନସଭା ନିର୍ବାଚନରେ ଲକ୍ଷ ଲକ୍ଷ ଭୋଟର ଆଗାମୀ ପାଞ୍ଚ ବର୍ଷ ପାଇଁ ସେମାନଙ୍କର ଭାଗ୍ୟ ନିର୍ଣ୍ଣୟ କରିବାକୁ ଆଜି ମତଦାନ କରିଛନ୍ତି । ନିର୍ବାଚନ କମିଶନଙ୍କ ସୂଚନା ଅନୁସାରେ, ସ୍ୱାଧୀନତା ପରଠାରୁ…

ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଖୋଲିଲା

ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଖୋଲିଛି । ୨୦୧୫ରେ ପ୍ରକାଶିତ ନିର୍ବାଚନ ବିଜ୍ଞପ୍ତିକୁ ଓଡ଼ିଶା ହାଇକୋର୍ଟ ରଦ୍ଦ କରି ୬ ସପ୍ତାହ ମଧ୍ୟରେ ନୂଆ ବିଜ୍ଞପ୍ତି ପ୍ରକାଶ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବିଜ୍ଞପ୍ତି ସଂରକ୍ଷଣ…

ଆଉ ନିର୍ବାଚନ ଲଢ଼ିବେନି ଜୁଏଲ୍ ଓରାମ

ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ବଡ଼ ଘୋଷଣା । ଆଉ ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଯୋଗ ଦେଇ ଜୁଏଲ୍‌ କହିଛନ୍ତି ଯେ ସେ ୧୦ ଥର ନିର୍ବାଚନ ଜିତିଲେଣି । ୮ ଥର…

ଦିଲ୍ଲୀ ବିଧାନସଭା ପାଇଁ ଚାଲିଛି ଭୋଟଗ୍ରହଣ

ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି। ଆଜି ସକାଳ ୭ଟାରୁ ସମସ୍ତ ମତଦାନ କେନ୍ଦ୍ରରେ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଆଜି ୧.୫୬ କୋଟିରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ…

ମହାରାଷ୍ଟ୍ରରେ ସରକାର ଗଠନ ଦିଗରେ ଗତିକରୁଛି ବିଜେପି; ମହାୟୁତିର ସରକାର ବନିବା ଥୟ

ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଆଜି ଫଳାଫଳ ଦିନ । ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ଆଜି ଗଠନ ହେବ ନୂଆ ସରକାର । ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ମହାୟୁତି ମେଣ୍ଟକୁ ବମ୍ପର ବିଜୟ ମିଳିବାକୁ ଯାଉଛି। ସେପଟେ…

ଆଜି ହେବ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ

ଆମେରିକାରେ ୪୭ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ମତଦାନ ଅନୁଷ୍ଠିତ ହେଉଛି। ଯଦିଓ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମୋଟ ୮ ଜଣ ପ୍ରାର୍ଥୀ ଅଛନ୍ତି, ତଥାପି ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା ହେଉଛି ଭାରତୀୟ ବଂଶୋଦ୍ଭବ ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ କମଳା…

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସଙ୍କୁ ମିଳିଲା ଟିକେଟ

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଆଜି ୬୬ ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପ୍ରଥମ ପ୍ରାର୍ଥୀ ତାଲିକାରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ତଥା ଛତିଶଗଡର ଝିଅ ପୂର୍ଣ୍ଣିମା ଦାସଙ୍କୁ ବିଜେପି…

୬,୦୧୫ ଭୋଟ ବ୍ୟବଧାନରେ ଜିତିଲେ ବିନେଶ ଫୋଗଟ୍‌

ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା ବିନେଶ ଫୋଗଟ୍‌ ବିଜୟୀ ହୋଇଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରେ ପଛରେ ଥିଲେ ବି ନିଜର ପ୍ରଥମ…

କାଶ୍ମୀରରେ ଏନସି ଲହର; ଓମାର ଅବଦୁଲ୍ଲା ହେବେ ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ

ଜାମ୍ମୁ କାଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଓମାର ଅବଦୁଲ୍ଲା। ବିଧାନସଭା ନିର୍ବାଚନରେ ଏନ୍‌ସି ମେଣ୍ଟର ବିଜୟ ପରେ ହେଲା ଘୋଷଣା । ଶ୍ରୀନଗରରେ ଜାମ୍ମୁ କାଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କଲେ ଏନ୍‌ସି ମୁଖ୍ୟ ଫାରୁକ ଅବଦୁଲ୍ଲା । ସୂଚନା…

ହରିୟାଣାରେ କଂଗ୍ରେସକୁ ଶକ୍ତ ଧକ୍କା, ବିଜେପିକୁ ସ୍ପଷ୍ଟ ବହୁମତ

ହରିୟାଣାର ରାଜନୀତିରେ ପଲଟିଲା ଖେଳ । ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ କଂଗ୍ରେସ ୬୫ ଟି ଆସନରେ ଆଗରେ ଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି । ବର୍ତ୍ତମାନ ହରିୟଣାରେ ୯୦ଟି ବିଧାନସଭାଭାରତୀୟ ଜନତା ପାର୍ଟି (ବିଜେପି) ୪୯…