Tag: Elections 2024

ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଜାରି ରହିଛି ଭୋଟିଂ । ଏହାରି ଭିତରେ ଭୋଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ଏରୋଡ୍ରମ ୟୁପି ସ୍କୁଲରେ ପହଞ୍ଚି ଭୋଟ୍ ଦେଇଛନ୍ତି ନବୀନ । ନିଜର ମତଦାନ ସାବ୍ୟସ୍ତ…

ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ

ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ । କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ମତଦାନ କରୁଛନ୍ତି ଭୋଟର । ରାଜ୍ୟରେ ୬ ଲୋକସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା…

ବୁଥ ରିଗିଂ ଆଶଙ୍କାରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅପରାଜିତା

ରାଜ୍ୟରେ ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ, ପ୍ରଚାର ସାଙ୍ଗକୁ ପ୍ରସ୍ତୁତି ସରିଛିବି। ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ…

ଜୁନ୍ ୪ରେ ପ୍ରଚୁର ପାଣି ପିଇବାକୁ ସମାଲୋଚକମାନଙ୍କୁ ପରାମର୍ଶ ଦେଲେ ପ୍ରଶାନ୍ତ କିଶୋର

ନିର୍ବାଚନ ରଣନୀତିଜ୍ଞ ତଥା ରାଜନେତା ପ୍ରଶାନ୍ତ କିଶୋରଙ୍କ କିଛି ଦିନ ପୂର୍ବରୁ ଏକ ସାକ୍ଷାତକାରରେ କହିଥିଲେ ଯେ ଏଥର ପୁଣିଥରେ କେନ୍ଦ୍ରରେ ମୋଦୀ ସରକାର କ୍ଷମତା ହାସଲ କରିବ । ସେ କହିଛନ୍ତି ଯେ ଏହି ନିର୍ବାଚନରେ ବିଜେପି ଜିତିଥିବା ଆସନ…

ପିପିଲିରେ ବିଜେଡି କର୍ମୀଙ୍କ ଆକ୍ରମଣରେ ସମିତିସଭ୍ୟ ସହ ୨ ଗୁରୁତର

ନିର୍ବାଚନ ପୂର୍ବରୁ ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଦେଖିବାକୁ ମଳିଛି। ପିପିଲି ବ୍ଲକ ସହଜପୁର ପଞ୍ଚାୟତ ସୁବଦ୍ଧିପଡ଼ାରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପାଞ୍ଚୟତର ସମିତିସଭ୍ୟ ଗଦାଧର ପରିଡ଼ାଙ୍କ ସମେତ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ଗୁରୁତରଙ୍କୁ…

ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ

ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍ । ଦେଶର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୫୮ଟି ଆସନରେ ହେବ ମତଦାନ । ଭୋଟରଙ୍କ ହାତରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ । ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ…

ରାଜ୍ୟ କାର୍ଯ୍ୟାଳୟରେ ଜେପି ନଡ୍ଡାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ଭୁବନେଶ୍ୱର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଜେପି ଶୀର୍ଷ ନେତୃତ୍ବଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ବୈଠକ କରିଛନ୍ତି। ମିଟିଂରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ…

ହାରିବା ଭୟରେ ଟଙ୍କା ବାଣ୍ଟୁଛନ୍ତି ପ୍ରଣବ ପ୍ରକାଶ ଦାସ: ବିଜେପି

ସମ୍ବଲପୁର ବିଜେଡି ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ହାରିବା ଭୟରେ ଲୋକଙ୍କୁ ଟଙ୍କା ବାଣ୍ଟୁଥିବାର ଅଭିଯୋଗ । ପ୍ରଣବ ପ୍ରକାଶ ଦାସ ହାରିବା ଭୟରେ ଲୋକଙ୍କୁ ଟଙ୍କା ବାଣ୍ଟୁଥିବାର ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ ହୋଇଛି ବିଜେପି । ବିଜେପିର…

ଓଡ଼ିଶାରେ ଚାଲିଛି ମାଫିଆ ରାଜ: ଯୋଗୀ ଆଦିତ୍ୟନାଥ

ଆଜି ଓଡ଼ିଶା ଗସ୍ତରେ ଆସି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନଥା କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର କୁଳିଆର ଜନସଭାରେ ଯୋଗ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ସମୟରେ ସେ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି ମଧ୍ୟ। ସେ…

ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ: ଜେପି ନଡ୍ଡା

ମୟୂରଭଞ୍ଜର କରଞ୍ଜିଆ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ କହିଛନ୍ତି ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ। ଏ ସରକାର ଆଉଟସୋର୍ସ ହୋଇଯାଇଛି ଏହାକୁ ହଟାଇବା…