Tag: Elections 2024

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ରୋଡ ସୋ’

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂଙ୍କ ପ୍ରଚାର। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗୁଛନ୍ତି ଭୋଟ। ପ୍ରଥମେ ସମ୍ବଲପୁର ଭୂତପଡ଼ା ଠାରୁ ସୁନାପାଲୀ ଯାଏ କରିଛନ୍ତି ରୋଡ୍ ସୋ । ଏହା ପରେ କ୍ଷେତରାଜପୁର ଗୁଜରାଟୀ ସମାଜ…

ବାଲେଶ୍ଵରରେ ନିର୍ବାଚନ ପ୍ରଚାର କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ

ଆଜି ବାଲେଶ୍ଵରରେ ନିର୍ବାଚନ ପ୍ରଚାର କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। କେନ୍ଦ୍ର ରେଳ ମନ୍ତ୍ରୀ ୪ଦିନିଆ ଓଡିଶା ଗସ୍ତରେ ଆସି ବିଜେପି ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି । ଚାଲି ଚାଲି ସଦମହକୁମାର ଏକ ନମ୍ବର ୱାର୍ଡରେ ସେ…

ନିର୍ବାଚନ ବେଳେ ହିଂସା ଏବଂ ବିଶୃଙ୍ଖଳାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ବିଜେପି

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ଅଧିକାଂଶ ସ୍ଥାନରେ ହିଂସା ଏବଂ ବିଶୃଙ୍ଖଳା ଅଭିଯୋଗକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେପି । ଦଳ ଦାବି କରିଛି ଲୋଇସିଂହା ୧୦୮ ନମ୍ବର ବୁଥରେ ପ୍ରିଜାଇଡିଂ ଅଫିସର ଏକାଧିକ ବୟସ୍କ…

ତାମିଲ କଣ୍ଢେଇନଚାଳି ନବୀନଙ୍କ ଡିପ୍ ଫେକ୍ ଭିଡିଓ ପ୍ରସ୍ତୁତ କରୁଛି: ବୈଜୟନ୍ତ ପଣ୍ଡା

ପୁଣି ନବୀନଙ୍କ ମିଛ ଭିଡିଓ ଅଭିଯୋଗ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯେଉଁ ଭିଡିଓ ଜାରି କରୁଛି ତାକୁ ଡିପଫେକ ଭିଡିଓ ବୋଲି ସନ୍ଦେହ ପ୍ରକାଶ କରୁଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ସଂପୃକ୍ତ…

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକ ସମୀର ଦାଶ, ସୀମୀରାଣୀ ନାୟକ, ରମେଶ ସାଏ ଓ ପର୍ଶୁରାମ ଧର୍ଡା ଙ୍କୁ ଜବାବ ତଲବ । ବାଚସ୍ପତିଙ୍କ ନିର୍ଦେଶରେ ନୋଟିସ କରିଛନ୍ତି ବିଧାନସଭା ସଚିବ । ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ…

ନବୀନ ବାବୁ ବୁଢ଼ା ହୋଇଗଲେଣି, ତାଙ୍କୁ ରିଟାୟାର୍ଡ କରନ୍ତୁ: ଅମିତ ଶାହ

ଢେଙ୍କାନାଳ ପରଜଙ୍ଗରେ ଗୃହମନ୍ତ୍ରୀ ଅମିତ ଶାହା ବିଜେଡି ସରକାରକୁ ଟାର୍ଗେଟ କରି କହିଛନ୍ତି, ନବୀନ ବାବୁ ବୁଢା ହୋଇଗଲେଣି, ତେଣୁ ତାଙ୍କୁ ରିଟାୟାର୍ଡ କରନ୍ତୁ । ଓଡ଼ିଶାରେ ତାମିଲ ବାବୁ ଶାସନ କରିପାରିବେ କି? କିନ୍ତୁ ତାମିଲ ବାବୁଙ୍କୁ ନବୀନ ବାବୁ…

ନିର୍ବାଚନ ପ୍ରଚାର ପାଇଁ ଚିଲିକା ଓ ସାଲେପୁର ଆସିବେ ଯୋଗୀ ଆଦିତ୍ୟନାଥ

ଓଡ଼ିଶାରେ ଚଳିତବର୍ଷ ନିର୍ବାଚନ ପ୍ରଚାର ପାଇଁ ବିଜେପିର ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ପ୍ରଚାର ତାଲିକାରେ ସାମିଲ୍ ହୋଇଛନ୍ତି ଆଉ ଜଣେ ହେବିୱେଟ୍ ନେତା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ପୁରୀ ସଂସଦୀୟ କ୍ଷେତ୍ର ଚିଲିକା ବିଧାନସଭା କ୍ଷେତ୍ର ଓ ସାଲେପୁରରେ…

ହିଞ୍ଜିଳିରେ ଭୋଟ ହାର ସବୁଠାରୁ କମ; ଦାଦନ ଓ ଅନାଗ୍ରହ ଦାୟୀ!

ରାଜ୍ଯରେ ସରିଛି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ । ୫ ଲୋକସଭା ନିର୍ବାଚନମଣ୍ଡଳୀ ଏବଂ ଏ ଅଧୀନରେ ଥିବା ୩୫ ବିଧାନସଭା ନିର୍ବାଚନମଣ୍ଡଳୀରେ ମତ ସାବ୍ଯସ୍ତ କଲେ ଜନତା। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ କାମ ମତଦାନ ହୋଇଛି ହିଞ୍ଜିଳିରେ । ରାଜ୍ୟରେ…

ନିର୍ବାଚନ ପ୍ରଚାର ପାଇଁ ୩ ଦିନିଆ ବାଲେଶ୍ୱର ଗ୍ରସ୍ତରେ ରେଳମନ୍ତ୍ରୀ

ଆଜି ଟ୍ରେନ ଯୋଗେ ଭୁବନେଶ୍ୱରରୁ ବାଲେଶ୍ୱର ଗଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେଠାରେ ୩ଦିନ ନିର୍ବାଚନୀ ପ୍ରଚାର କରିବେ । ଟ୍ରେନ୍ ରେ ଗସ୍ତବେଳେ ସେ ଗଣମାଧ୍ୟମକୁ କହିଛନ୍ତି ୨୦୧୪ ପୂର୍ବରୁ ରେଲୱେ ପାଇଁ ଓଡିଶାକୁ ମିଳୁଥିଲା ବର୍ଷକୁ ମାତ୍ର ୮୦୦…

ନିଜ ଭୁଲର ପ୍ରାୟଶ୍ଚିତ ପାଇଁ ୩ ଦିନ ଉପବାସ କରିବେ ସମ୍ବିତ ପାତ୍ର

ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କିତ ବୟାନ ପରେ ଭୁଲ ସ୍ୱୀକାର କଲେ ପୁରୀ ଲୋକସଭା ଆସନ ପ୍ରାର୍ଥୀ ବିଜେପି ସମ୍ବିତ ପାତ୍ର । ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ପରେ ସଫେଇ ରଖିଛନ୍ତି ପୁରୀ ବିଜେପି…