ରାଜନୀତି ରାଜ୍ୟ ଦିନ ୯ଟା ସୁଦ୍ଧା ରାଜ୍ୟରେ ୬.୯୯ % ମତଦାନ May 20, 2024 Nirvay ଆଜି ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ଓଡିଶାର ୫ ସଂସଦୀୟ କ୍ଷେତ୍ର ସହ ଆଜି ୩୫ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ଆଜି ସକାଳ ୯ ଟା ସୁଦ୍ଧା ଲୋକସଭା ପାଇଁ ୬.୮% ମତଦାନ ହୋଇଥିବା ବେଳେ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ବଡ଼ଦାଣ୍ଡରେ ମୋଦୀଙ୍କ ବିଶାଳ ରୋଡ୍ ସୋ’ May 20, 2024 Papirani ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଡଦାଣ୍ଡରେ ମେଗା ରୋଡ୍ ସୋ’’ କରିଛନ୍ତି । ମରିଚିକୋଟ ଛକରୁ ଚାଲିଛି ମୋଦିଙ୍କ ରୋଡ୍ ସୋ’। ମୋଦିଙ୍କ ରୋଡ୍ ସୋ ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। ରଥଯାତ୍ରାର ଭ୍ରମ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ May 20, 2024 Papirani ଭୁବନେଶ୍ବର: ଦେଶର ପଞ୍ଚମ ପର୍ଯ୍ୟାୟରେ ଓ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଭୋଟ୍ ଗ୍ରହଣ ହେଉଛି। ଓଡ଼ିଶାର ୫ଟି ଲୋକସଭା ଆସନ ଏବଂ ୩୫ଟି ବିଧାନସଭା ଆସନରେ ମତଦାନ ଶାନ୍ତି ଶୃଙ୍ଖଳା ସହିତ ଜାରି ରହିଛି। ସକାଳ ୭ଟାରୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀ May 20, 2024 Papirani ଆଜି ପୁରୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ସୋ’ । ଆଜି ସକାଳୁ ରାଜଭବନରୁ ପୁରୀ ଅଭିମୁଖେ ବାହାରି ପୁରୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ଅବତରଣ…
ରାଜନୀତି ରାଜ୍ୟ ବିଜେପିରେ ମିଶିଲେ ୧୦୦ରୁ ଅଧିକ ସଂଖ୍ୟାଲଘୁ ଭୋଟର May 19, 2024 Nirvay ପିପିଲିରେ ବଢୁଛି ବିଜେପିର ଶକ୍ତି। ବିଜେପିରେ ମିଶିଲେ ୧୦୦ରୁ ଅଧିକ ସଂଖ୍ୟାଲଘୁ ଭୋଟର। ଗତକାଲି ପୁରୀ ଜିଲ୍ଲା ପିପିଲି ବ୍ଲକ ହାଟସାହି ପଞ୍ଚାୟତର ନାଏବ ସରପଞ୍ଚ ଓ ୨ ନମ୍ବର ୱାର୍ଡର ୱାର୍ଡମେମ୍ବରଙ୍କ ସମେତ ଦାନଗୋହିରି ଗାଁର ୧୦୦ରୁ ଅଧିକ ମୁସଲିମ୍…
ରାଜନୀତି ରାଜ୍ୟ ଆସନ୍ତା କାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୫ ଲୋକସଭା ସହ ୩୫ ବିଧାନସଭାରେ ପଡିବ ଭୋଟ May 19, 2024 Nirvay ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ। ୫ ଲୋକସଭା ଓ ୩୫ ବିଧାନସଭା ପାଇଁ ପଡ଼ିବ ଭୋଟ୍। ୫ ଲୋକସଭା ଆସନ ପାଇଁ ମୈଦାନରେ ୪୦ ପ୍ରାର୍ଥୀ। ୩୫ ବିଧାନସଭା ଆସନ ପାଇଁ ଦୌଡ଼ରେ ଅଛନ୍ତି ୨୬୫ ପ୍ରାର୍ଥୀ। ବରଗଡ଼, ସୁନ୍ଦରଗଡ଼,…
ଦେଶ ରାଜନୀତି ଘରେ ବସି ଭୋଟ ଦେଲେ ବରିଷ୍ଠ ନେତା May 18, 2024 Nirvay ଆସନ୍ତା ୨୫ ତାରିଖରେ ଅନୁଷ୍ଠିତ ହେବ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ । ରାଜଧାନୀ ଦିଲ୍ଲୀରେ ହେବ ମତଦାନ। ନିର୍ବାଚନ ଆୟୋଗଙ୍କ ତରଫରୁ ୮୫ ବର୍ଷରୁ ଉର୍ଦ୍ଧ୍ଵ ଲୋକଙ୍କ ପାଇଁ ଘରେ ବସି ଭୋଟ ଦେବାର ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ସେଥିପାଇଁ…
ରାଜନୀତି ରାଜ୍ୟ ଟିକେଟ ବୁକିଂ ସରିଛି, ଜୁନ ୪ ସନ୍ଧ୍ୟାରେ ପାଣ୍ଡିଆନ ଛାଡ଼ିବେ ଓଡ଼ିଶା May 18, 2024 Nirvay ଜୁନ ୪ ସନ୍ଧ୍ୟା ୭ ଟାରେ ବିମାନରେ ସବୁଦିନ ପାଇଁ ଓଡ଼ିଶା ଛାଡ଼ି ତାମିଲନାଡୁ ଯିବେ ବିଜେଡି ନେତା ଭିକେ ପାଣ୍ଡିଆନ। ରାତି ୮ ରେ ସେଠି ଓହ୍ଲାଇବେ, ସାଙ୍ଗରେ ବ୍ୟାଗ ମଧ୍ୟ ରହିବ। ପାଣ୍ଡିଆନ ଫ୍ଲାଇଟ୍ ଟିକେଟ ବୁକ୍ କରିବା…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ପୂର୍ବରୁ ଆସ୍କାରେ ପୋଲିସର ଫ୍ଲାଗମାର୍ଚ୍ଚ May 18, 2024 Papirani ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ଗଞ୍ଜାମ ଜିଲ୍ଲାରେ ପୋଲିସ ପ୍ରସ୍ତୁତ । ଜିଲ୍ଲା ପୋଲିସ ପକ୍ଷରୁ ବଡ଼ ଧରଣର ଫ୍ଲାଗମାର୍ଚ୍ଚ କରାଯାଇଛି । ସିଆରପିଏଫ ଯବାନ, ସ୍ପେଶିଆଲ ଫୋର୍ସ ଓ ଗଞ୍ଜାମ ପୋଲିସ ଏଥିରେ ନିୟୋଜିତ ହୋଇଛନ୍ତି। ଜିଲ୍ଲାର…
ତାଜା ଖବର ରାଜନୀତି ରାଜ୍ୟ ବାଲେଶ୍ୱରରେ ବିଜେପିର ୫ ତୁଙ୍ଗ ନେତାଙ୍କ ରୋଡ୍ ସୋ May 18, 2024 Papirani ବାଲେଶ୍ୱରରେ ବିଜେପିର ବଡ଼ ରଣନୀତି । ରାଜ୍ୟ ବିଜେପିର ୫ ତୁଙ୍ଗ ନେତା ଏକାଠି ହୋଇ ଶହ ଶହ ସମର୍ଥକଙ୍କ ହେଭିୱେଟ ବାଲେଶ୍ୱରରେ କରିଛନ୍ତି ବିଶାଳ ରୋଡ୍ ସୋ’ । ରାଜ୍ୟର ଏହି ଶୀର୍ଷ ନେତା ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ…