ତାଜା ଖବର ଦେଶ ରାଜନୀତି ରାଜ୍ୟ ୫୪ ପଇସା ଦେଇ ଭୋଟ ନେବାକୁ ବସିଛି ବିଜେଡି: ଅପରାଜିତା ଷଡ଼ଙ୍ଗୀ May 17, 2024 Papirani ସାଲିଆ ସାହିରେ ହେମାମାଳୀନିଙ୍କ ସହ ବିଜୟ ସଂକଳ ସମାବେଶରେ ଯୋଗ ଦେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଢଙ୍ଗୀ । କହିଲେ ‘ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ପ୍ରାର୍ଥୀ କି ବିଧାୟକ ପ୍ରାର୍ଥୀ ବି ନଥିଲେ । ବଡ଼ବାବୁ…
ତାଜା ଖବର ରାଜନୀତି ରାଜ୍ୟ ଖଲ୍ଲିକୋଟ ହିଂସା ଘଟଣାରେ ତଦନ୍ତ କରିବ ଏସଆଇଟି May 17, 2024 Papirani ଗଞ୍ଜାମ ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାରେ ଜଣଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଓଡ଼ିଶା ପୁଲିସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ ଏସଆଇଟି । ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ଘଟଣାର ପୁଙ୍ଖୁନାପୁଙ୍ଖ ତଦନ୍ତ କରିବ। ଏହି…
ରାଜନୀତି ରାଜ୍ୟ ୧୯ ତାରିଖ ସନ୍ଧ୍ୟାରେ ଓଡ଼ିଶା ପହଞ୍ଚିବେ ମୋଦି May 17, 2024 Nirvay ୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେହିଦିନ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ହେବ । ନିର୍ବାଚନକୁ ନେଇ…
ରାଜନୀତି ରାଜ୍ୟ ସାଲିଆ ସାହିରେ ହେମାମାଳିନୀଙ୍କ ପ୍ରଚାର May 17, 2024 Nirvay ରାଜଧାନୀ ଭୁବନେଶ୍ବରରେ ପହଞ୍ଚିବା ପରେ ଆଜି ମଧ୍ୟାହ୍ନରେ ସାଲିଆ ସାହିରେ ପ୍ରଚାର କରିଛନ୍ତି ବଲିଉଡ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ହେମାମାଳିନୀ । ବିଜେପି ପ୍ରାର୍ଥୀଙ୍କ ଲାଗି ପ୍ରଚାର ପାଇଁ ସେ ଆଜି ଓଡ଼ିଶା ଆସିଛନ୍ତି । ପ୍ରଥମେ ସେ ଭୁବନେଶ୍ବର…
ରାଜନୀତି ରାଜ୍ୟ ସମ୍ବଲପୁରରେ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ନବୀନ May 17, 2024 Nirvay ଆଜି ସମ୍ବଲପୁରରେ ପହଞ୍ଚି ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା…
ତାଜା ଖବର ରାଜନୀତି ରାଜ୍ୟ ଆଜି ସମ୍ବଲପୁର ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ May 17, 2024 Papirani ସମ୍ୱଲପୁର: ଆଜି ସମ୍ବଲପୁର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ…
ତାଜା ଖବର ରାଜନୀତି ରାଜ୍ୟ ଗଞ୍ଜାମରେ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ May 17, 2024 Papirani ଗଞ୍ଜାମ ଜିଲାରେ ନିର୍ବାଚନୀ ହିଂସା ବୃଦ୍ଧିକୁ ଦୃଷ୍ଟିରେ ରଖି ମେ’ ୨୦ରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ନିର୍ଦେଶ ଦେଇଛନ୍ତି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ହେମା ମାଳିନୀ May 17, 2024 Papirani ରାଜ୍ୟରେ ଜମୁଛି ନିର୍ବାଚନ ପ୍ରଚାର। ଓଡ଼ିଶାକୁ ବିଜେପି ଓ କଂଗ୍ରେସ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ । ଆଜି ପ୍ରଚାର ପାଇଁ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଡ୍ରିମଗାର୍ଲ ତଥା ସାଂସଦ ହେମା ମାଳିନୀ । ବିଜେପିର ମଥୁରା…
ରାଜନୀତି ରାଜ୍ୟ ଓଡ଼ିଶାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ May 16, 2024 Nirvay କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇଛନ୍ତି । ଏହାସହ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।ଅସୀମ ପ୍ରାକୃତିକ ସମ୍ପଦ, ଜଳ, ଜଙ୍ଗଲ, ଜମି ଓ ଖଣି ଖାଦାନରେ ଭରା ଓଡ଼ିଶା।…
ରାଜନୀତି ରାଜ୍ୟ ରାଜଧାନୀରେ ନବୀନଙ୍କ ରୋଡ ଶୋ’ May 16, 2024 Nirvay ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ହାଇଟେକ୍ ବସରେ ବସି ରୋଡ ଶୋ’ କଲେ ନବୀନ।ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ଶିଶୁଭବନ ଛକରେ ସାରିଥିଲା। ମୁଖ୍ୟମନ୍ତ୍ରୀ ହାତ…