ତାଜା ଖବର ରାଜନୀତି ରାଜ୍ୟ ବିଜେପିରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ May 16, 2024 Papirani ବିଜେପିରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି । ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍ ଫେରାଇ ନେଇଥିଲା । ଯାହା ପରେ…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ May 16, 2024 Papirani ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଂଜନ ବଳିୟାରସିଂହ । ସେ ଆଜି ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ । ରମା ଓ ତାଙ୍କ ସମର୍ଥକଙ୍କୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସୋମବାର ପୁରୀରେ ବିଶାଳ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ May 16, 2024 Papirani ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ଟାର୍ଗେଟରେ ଓଡ଼ିଶା । ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନ ବିଜେପି କେନ୍ଦ୍ର ନେତାଙ୍କ ଓଡ଼ିଶା ଘନଘନ ଗସ୍ତ ରାଜନୀତିକୁ ଆହୁରି ସରଗରମ କରୁଛି । ନିର୍ବାଚନ ପ୍ରଚାର ମଧ୍ୟରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି। ପୁରୀ…
ରାଜନୀତି ରାଜ୍ୟ ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର:ନଡ୍ଡା May 16, 2024 Nirvay ଆଜି ଅପରାହ୍ନରେ ପ୍ରଚାର ପାଇଁ ପଦ୍ମପୁରରେ ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏଠାରେ ଜନସଭାରେ ଉଦବୋଧନ ଦେଇ ନବୀନଙ୍କୁ ଟାର୍ଗେଟ କରିଛନ୍ତି ନଡ୍ଡା। କହିଲେ ଓଡ଼ିଶାକୁ ଓଡ଼ିଆ ଅସ୍ମିତା ଜାଣିଥିବା ମୁଖ୍ୟମନ୍ତ୍ରୀ ଦରକାର । ଓଡ଼ିଶା ଲୋକ ଜଣେ ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ଖଲ୍ଲିକୋଟରେ ପୋଲିସ୍ ଭ୍ୟାନକୁ ବୋତଲ ଓ ପଥର ମାଡ଼; ୧୪୪ ଜାରି କଲା ପ୍ରଶାସନ May 16, 2024 Papirani ପୁଣି ଖଲ୍ଲିକୋଟରେ ହିଂସା ଦେଖିବାକୁ ମିଳିଛି । ବିଜେପି କର୍ମୀ ଦିଲୀପ ପାହାଣଙ୍କ ମୃତ୍ୟୁ ପରେ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଖଲ୍ଲିକୋଟରେ ହିଂସାକାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ ଥାନାକୁ ନେଲାବେଳେ ଘେରିଲେ ଗାଁ ଲୋକେ । ପୋଲିସ ଗାଡି…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ସରକାର ଆସିଲେ ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ, ନବୀନ ନୁହେଁ : ଅପରାଜିତା May 16, 2024 Papirani ଚଳିତବର୍ଷ ଯଦି ରାଜ୍ୟରେ ବିଜେଡି ସରକାର ଆସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେବେନି। କ୍ଷମତା ଯାହାର ଚାଲିଯିବ ପାଣ୍ଡିଆନ ହିଁ ହେବେ ମୁଖ୍ୟମନ୍ତ୍ରୀ । ପାଣ୍ଡିଆନଙ୍କୁ ପାଣ୍ଡୁଜୀ ବୋଲି ସମ୍ବୋଧନ କରି ଓଡ଼ିଶାବାସୀଙ୍କୁ ସାବଧାନ ରହିବାକୁ ଆହ୍ୱାନ କରିଛନ୍ତି ଭୁବନେଶ୍ୱର ବିଜେପି…
ରାଜନୀତି ରାଜ୍ୟ ଓଡ଼ିଶାରେ ସରକାରୀ ବାବୁଙ୍କ ରାଜୁତି ନେଇ ବର୍ଷିଲେ ନଡ୍ଡା May 16, 2024 Nirvay ଭୁବନେଶ୍ୱରରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବିଶାଳ ରୋଡ଼ ସୋ କରିଛନ୍ତି। ପୁରୁଣା ଭୁବନେଶ୍ବର ମାଉସୀ ମା ଛକରୁ ବଢେଇବାଙ୍କ ଛକ ଯାଏଁ ରୋଡ଼ ସୋ କରି ପାୱାର କରିବା ସହ ନିର୍ବାଚନରେ ସରକାରୀ ଅଧିକାରୀଙ୍କ ସାମିଲକୁ ନେଇ ବର୍ଷିଲେ…
ତାଜା ଖବର ରାଜନୀତି ରାଜ୍ୟ ପ୍ରଚାର ବେଳେ ଲୋକଙ୍କ ପ୍ରଶ୍ନ ବାଣରେ ଘାଇଲା ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ May 16, 2024 Papirani ସମ୍ବଲପୁର ଲୋକସଭା ଅଧୀନ ରେଢାଖୋଲରେ ନିର୍ବାଚନ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିରୋଧ କଲେ ଗ୍ରାମବାସୀ। ପ୍ରଚାର ବେଳେ ଗ୍ରାମବାସୀଙ୍କ ବିଭିନ୍ନ ପ୍ରଶ୍ନ ବାଣରେ ଘାଇଲା ହୋଇଛନ୍ତି ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ । ଯାହାର ଭିଡିଓ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ୱରରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରୋଡ ସୋ’ May 16, 2024 Papirani ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ବଢୁଛି ରାଜନୈତିକ ଉଷ୍ମତା । ଏଥିପାଇଁ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦଳର ଶୀର୍ଷ ନେତା । ଭୁବନେଶ୍ୱରରେ ମେଗା ରୋଡ ସୋ’ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…
ରାଜନୀତି ରାଜ୍ୟ ରାଜନୈତିକ ହିଂସାକୁ ନେଇ ସିଇଓଙ୍କ ଉଦ୍ବେଗ May 16, 2024 Nirvay ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଘଟିଥିବା ରାଜନୈତିକ ହିଂସାକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଗଭୀର ଉଦ୍ବେଗ ପ୍ରକାଶ ପ୍ରକାଶ କରିଛନ୍ତି।ରାଜ୍ୟରେ କୌଣସି ପ୍ରକାର ହିଂସାକୁ ବରଦାସ୍ତ କରାଯିବ ନାହିଁ ବୋଲି ସେ ସ୍ପଷ୍ଟ ଶବ୍ଦରେ ପ୍ରକାଶ କରିଛନ୍ତି।…