ତାଜା ଖବର ରାଜନୀତି ରାଜ୍ୟ ସମ୍ବଲପୁରରେ ଏକାଠି ହେଲେ ବିଜେଡି ଓ ବିଜେପିର ପ୍ରମୁଖ ନେତା May 11, 2024 Papirani ସମ୍ବଲପୁରରେ ଶୀତଳ ଷଷ୍ଠୀ ଏକ ବଡ ପର୍ବ । ବିଶ୍ୱ ପ୍ରସିଦ୍ଧ ଦେବ ବିବାହ ଉତ୍ସବ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳ ଉଠା ନୀତି ସମ୍ପନ୍ନ ସହିତ ମାସାଧିକକାଳ ପ୍ରାକ ପ୍ରସ୍ତୁତି ପର୍ବର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ନେତାମାନେ ଜନତାଙ୍କ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ରେ ଉଦବୋଧନ କରିବେ ନରେନ୍ଦ୍ର ମୋଦୀ May 11, 2024 Papirani ରାଜଧାନୀରେ ବିଶାଳ ରୋଡ୍ ସୋ’ ପରେ ଆଜି ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ ଫୁଲବାଣୀ, ବଲାଙ୍ଗିର ଏବଂ ବରଗଡ଼ରେ ବିଶାଳ ଜନ ସମାବେଶକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମେ କନ୍ଧମାଳ ଯିବେ ପ୍ରଧାନମନ୍ତ୍ରୀ । ସକାଳୁ ପ୍ରଥମେ ଫୁଲବାଣୀ…
ଦେଶ ରାଜନୀତି ରାଜ୍ୟ ବିଜେଡି ସ୍ଥାଣୁ ପାଲଟି ଯାଇଛି; ଓଡ଼ିଶାରେ ଏଥର ବିଜେପି ସରକାର: ନରେନ୍ଦ୍ର ମୋଦି May 11, 2024 Nirvay ରାଜ୍ୟ ରାଜନୀତିକୁ ହୁଲଚୁଲ କରୁଛି ମୋଦିଙ୍କ ଏକ୍ସ୍ ପୋଷ୍ଟ। ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ ରୋଡ ସୋ ପରେ ମୋଦି ନିଜ ସୋସିଆଲ ମିଡ଼ିଆ ହ୍ୟାଣ୍ଡଲରେ ଓଡ଼ିଆରେ ଲେଖିଛନ୍ତି ଯେ,ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ଆୟୋଜିତ ଚମତ୍କାର ସଡ଼କ ଶୋଭାଯାତ୍ରାରେ ଓଡ଼ିଶାବାସୀଙ୍କ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ May 10, 2024 Papirani ମୋଦିମୟ ହୋଇଛି ରାଜଧାନୀ । ରାଜଧାନୀର ସବୁଠାରୁ ବ୍ୟସ୍ତବହୁଳ ଅଂଚଳରେ ବିଜେପିର ରୋଡ ଶୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ଏକ ବିଶାଳ ମେଗା ରୋଡ ସୋ କରିଛନ୍ତି । ରାମ ମନ୍ଦିର ଛକରୁ…
ରାଜନୀତି ରାଜ୍ୟ ରଣପୁରରେ ବିଜେଡି-କଂଗ୍ରେସକୁ ଟାର୍ଗେଟ କଲେ ରାଜନାଥ May 10, 2024 Nirvay ରଣପୁର ସଭାରେ କଂଗ୍ରେସ ଓ ବିଜେଡିକୁ ସମାଲୋଚନା କଲେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ।ଓଡ଼ିଶାରେ ବିରୋଧୀଙ୍କୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଜୋରଦାର ହମଲା। ‘ସମ୍ବିଧାନର ଦୁରୂପଯୋଗ କରି କଂଗ୍ରେସ ଦେଶକୁ ପଛକୁ ନେଇଛି’,ସଂରକ୍ଷଣ ବ୍ୟବସ୍ଥା ବନ୍ଦ କରାଯିବ ବୋଲି ଗୋଟିଏ ଗୁଜବ…
ତାଜା ଖବର ରାଜନୀତି ରାଜ୍ୟ ଗୃହମନ୍ତ୍ରୀ ଅମିତ ଶାହଙ୍କ ମିଥ୍ୟା ଭିଡିଓ ପ୍ରରୋଚନା ପଛରେ ଥିବା ଭିକେ ପାଣ୍ଡିଆନଙ୍କୁ ନିର୍ବାଚନ ପ୍ରଚାରରୁ ବାସନ୍ଦ କରାଯାଉ: ଦିଲୀପ ମଲ୍ଲିକ May 10, 2024 Papirani ଭୁବନେଶ୍ୱର: ଗଣତନ୍ତ୍ର ରାଷ୍ଟ୍ରରେ ନିର୍ବାଚନ ଏକ ପର୍ବ । ନିର୍ବାଚନ ଆଚରଣ ସଂହିତାକୁ ମାନି ଶୃଙ୍ଖଳିତଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ । କିନ୍ତୁ ଶାସକ ବିଜେଡି ଅଭ୍ୟାସଗତ ଭାବେ ଓ ନିର୍ବାଚନ ହାରିବା ଭୟରେ ସରକାରୀ କଳ, ବଳ…
ରାଜନୀତି ରାଜ୍ୟ ନାମାଙ୍କନ ଦାଖଲ କଲେ ବୈଜୟନ୍ତ May 10, 2024 Nirvay ନାମାଙ୍କନ ଦାଖଲ କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ବିଶାଳ ଶୋଭାଯାତ୍ରାରେ ଆସି ସେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ଦଳର ଅନେକ କାର୍ଯ୍ୟକର୍ତ୍ତା…
ଦେଶ ରାଜନୀତି ରାଜ୍ୟ ଆଜି ରାଜଧାନୀରେ ମୋଦିଙ୍କ ରୋଡ ସୋ,ସୁରକ୍ଷା ବ୍ୟବସ୍ଥା କଡାକଡି May 10, 2024 Nirvay ଆଜି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଭୁବନେଶ୍ୱରରେ କରିବେ ରୋଡ ସୋ। ଏଥି ପାଇଁ ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ ବିହାର ଯାଏଁ ରାସ୍ତା ସିଲ୍ ରହିବ। ଆଜି ଅପରାହ୍ନ ୨ଟାରୁ ରୋଡ୍ ସୋ’ ସରିବା ଯାଏଁ ଗାଡ଼ି ଚଳାଚଳ…
ରାଜନୀତି ରାଜ୍ୟ ବିଜେଡିର ନିର୍ବାଚନ ଇସ୍ତାହାର ପ୍ରକାଶିତ , ଭୋଟ ହାତେଇବା ପାଇଁ ମାରିଛି ଧୂଆଁ ବାଣ May 9, 2024 Nirvay ପ୍ରକାଶ ପାଇଲା ବିଜେଡିର ନିର୍ବାଚନ ଇସ୍ତାହାର (ମେନିଫେଷ୍ଟୋ)। ଏହି ମନିଫେଷ୍ଟୋରେ ବିଜେଡି ନିଜର ଆତ୍ମ ପ୍ରଚାର କରିଛି କହିଲେ ଭୁଲ ହେବନି। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି ସରକାର ଓଡିଶାକୁ ଏକ ଗରିବ, କ୍ଷୁଧା ପ୍ରବଣ, ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା…
ଦେଶ ରାଜନୀତି ରାଜ୍ୟ କୃଷ୍ଣପ୍ରସାଦରେ ଗଡ଼କରୀଙ୍କ ବଡ ଘୋଷଣା,ଭୁବନେଶ୍ୱର ରିଂ ରୋଡ୍ କାମ ଅକ୍ଟୋବରରୁ ଆରମ୍ଭ May 9, 2024 Nirvay ପୁରୀ କୃଷ୍ଣପ୍ରସାଦରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । କୃଷ୍ଣପ୍ରସାଦରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ ଘୋଷଣା କରିଛନ୍ତି ଗଡ଼କରୀ। ରାଞ୍ଚିରୁ ସମ୍ବଲପୁର ୪ ଲେନ୍ ରାସ୍ତା ହେବ, ନିର୍ବାଚନ ପରେ କାମ ଆରମ୍ଭ ଘୋଷଣା କଲେ ଗଡ଼କରୀ।ଭୁବନେଶ୍ୱର ରିଂ…