Tag: Elections 2024

ନିର୍ବାଚନ ଫଳାଫଳ ପୂର୍ବରୁ ବିଜୟର ଖାତା ଖୋଲିଲା ବିଜେପି

ଚଳିତବର୍ଷ ଲୋକସଭା ନିର୍ବାଚନର ଫଳାଫଳ ପାଇଁ ଗଣନା ବର୍ତ୍ତମାନ ଆରମ୍ଭ ହୋଇଛି । ଅପରାହ୍ନ ସୁଦ୍ଧା କିଏ ଜିତିଛୁ ଏବଂ କିଏ ହାରିଛୁ ତାହାର ଚିତ୍ର ସ୍ପଷ୍ଟ ହୋଇଯିବ । କିନ୍ତୁ ଭୋଟ୍ ଗଣନା ହେବା ପୂର୍ବରୁ ଗୋଟିଏ ଆସନର ଫଳାଫଳ…

ବିନା ଅନୁମତିରେ ହୋଇପାରିବନି କୌଣସି ବିଜୟ ଶୋଭାଯାତ୍ରା

ଚଳିତବର୍ଷ ସାଧାରଣ ନିର୍ବାଚନର ଗଣତି କାଲି ସକାଳ ୮ ଟାରୁ ଆରମ୍ଭ ହେବାକୁ ଯାଉଛି । ଏହିସମୟରେ କିନ୍ତୁ ଏହାରି ଭିତରେ ପୁଲିସ ବିଭାଗ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ରହିବ ଆଇନଶୃଙ୍ଖଳା ପରିସ୍ଥିତି । ବିଭିନ୍ନ ପର୍ଯ୍ୟାୟରେ ମତଦାନ ବେଳେ…

EVM ପାଇଁ ଗଣ୍ଡଗୋଳ ଘଟଣାରେ ୨୦ ଗିରଫ

ରସୁଲପୁର ଓ ଧର୍ମଶାଳା ବ୍ଲକରେ EVMକୁ ନେଇ ହୋଇଥିବା ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଘଟଣାରେ ରସୁଲପୁରର ୬ ଓ ଧର୍ମଶାଳା ବ୍ଲକର ୧୪ ଜଣଙ୍କୁ ଗିରଫ କରିଛି ପୋଲିସ।ମାମଲାରେ ଶତାଧିକଙ୍କ ନାଁରେ ମାମଲା ରୁଜୁ ହୋଇଛି ଥିବା SDPO ସୂଚନା ଦେଇଛନ୍ତି।…

ବିଧାନସଭା ଭଙ୍ଗ ପାଇଁ ଓଡ଼ିଶା କ୍ୟାବିନେଟରେ ସୁପାରିଶ

ରାଜ୍ୟ ସରକାରଙ୍କ ଅନ୍ତିମ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ଯୋଗ ଦେଇଥିଲେ। ବୈଠକରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ନେଇ ଆଲୋଚନା ଚାଲିଥିବା ବେଳେ ବିଧାନସଭା…

ଚଳିତବର୍ଷ ମତଦାନରେ ଭାରତ କରିଛି ବିଶ୍ୱ ରେକର୍ଡ

ଚଳିତବର୍ଷ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଜି ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ଏହାଛଡା…

ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆରମ୍ଭ

ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆଜି ଆରମ୍ଭ ହୋଇଛି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହେଇଛି । ବୈଠକରେ ଭର୍ଚ୍ଚୁଆଲରେ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।…

ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରେସ୍‌ କନଫରେନ୍ସ ଡାକିଲେ ନିର୍ବାଚନ ଆୟୋଗ

ଚଳିତବର୍ଷ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ପୂର୍ବରୁ ନିର୍ବାଚନ ଆୟୋଗ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିବେ। ନୂଆଦିଲ୍ଲୀରେ ଦିନ ୧୨ଟା ୩୦ରେ ଏହି ପ୍ରେସମିଟ୍ କରାଯିବ । ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ପଠାଯାଇଛି। ପ୍ରଥମଥର ପାଇଁ…

ଚତୃର୍ଥ ପର୍ଯାୟରେ ରାଜ୍ୟରେ ମୋଟ ମତଦାନ ହାର ୭୪.୪୧%

ଓଡିଶା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଶାନ୍ତି ଶୃଙ୍ଖଳାର ସହ ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ସରିଛି ମତଦାନ । ଇଭିଏମରେ ସିଲ ହେଲା ୬୬ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ । ଚତୃର୍ଥ…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ଆଉ ୫ ଅଭିଯୁକ୍ତ

ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ୍ । ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ…

ବିଧାନସଭାରେ ବି ବାଜିମାରିବ ବିଜେପି: ଆକ୍ସିସ ଏକଜିଟ୍ ପୋଲ

ଆସିଲା ଓଡ଼ିଶା ବିଧାନସଭାକୁ ନେଇ ଜାତୀୟ ଗଣମାଧ୍ୟମର ଏକଜିଟ୍ ପୋଲ । ଇଣ୍ଡିଆ ଟୁଡେ ଆକ୍ସିସ-ମାଇ ଇଣ୍ଡିଆର ସର୍ଭେ ଅନୁସାରେ ଏଥର ଓଡ଼ିଶାରେ ବିଜେଡି ବିଜେପି ବିଧାନସଭାରେ ସମାନ ସମାନ ଆସନ ଜିତିବେ। ବିଜେପି ୬୨ ରୁ ୮୦ , ବିଜେପି…