ତାଜା ଖବର ରାଜନୀତି ରାଜ୍ୟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମାମଲାରେ ରାୟ ସଂରକ୍ଷିତ ରଖିଲେ କୋର୍ଟ May 31, 2024 Papirani ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲାରେ ଶୁକ୍ରବାର ଖୋର୍ଦ୍ଧା କୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ସମୟରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଯୁକ୍ତି ଉପସ୍ଥାପନ କରିଥଲେ। ଗତ ୨୫ ତାରିଖରେ ବେଗୁନିଆ କାଉଁରୀପାଟଣା…
ତାଜା ଖବର ରାଜନୀତି ରାଜ୍ୟ ନିର୍ବାଚନ ସମୟରେ ଓଡ଼ିଶାରୁ ଜବତ ହେଲାଣି ୨୭୫କୋଟି May 31, 2024 Papirani ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ଚଳିତ ସାଧାରଣ ନିର୍ବାଚନ ଓଡ଼ିଶାରେ ନୂଆ ରେକର୍ଡ ମଧ୍ୟ କରିଛି। ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି ଯେ ଏହି…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ May 31, 2024 Papirani ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ କରିଛି ପୁଲିସ। ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାଯାଇଛି। ନିର୍ବାଚନ ପ୍ରଚାରର ଶେଷ ଦିନରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାନକୁଟା ଗାଁରେ ପ୍ରଚାରରୁ…
ତାଜା ଖବର ରାଜନୀତି ରାଜ୍ୟ ସରିଲା ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନର ପ୍ରଚାର May 30, 2024 Papirani ଦେଶରେ ସପ୍ତମ ଓ ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନରେ ୪୨ଟି ବିଧାନସଭା ନିର୍ବାଚନ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ପାଣ୍ଡିଆନ ଦ୍ୱାରା ହୋଇଥିବା କ୍ଷତି ଭରଣା ପାଇଁ ନବୀନଙ୍କ ଶେଷ ଚେଷ୍ଟା May 30, 2024 Papirani ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାଣ୍ଡିଆନ ତାଙ୍କର ଉତ୍ତରାଧିକାରୀ ନୁହନ୍ତି ବୋଲି ନବୀନ ଆଜି ସ୍ପଷ୍ଟ କରିଛନ୍ତି। ତାହା ସହ…
ତାଜା ଖବର ରାଜନୀତି ରାଜ୍ୟ ମିଶିକି ଅଛନ୍ତି ବିଜେଡି-ବିଜେପି: ରାହୁଲ ଗାନ୍ଧୀ May 30, 2024 Papirani ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି ରାହୁଲ ଗାନ୍ଧୀ। କଂଗ୍ରେସ ନେତା ରାହୁଲ…
ତାଜା ଖବର ରାଜନୀତି ରାଜ୍ୟ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ସରିବ ପ୍ରଚାର May 30, 2024 Papirani ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ରାଜ୍ୟ ଓ ଦେଶରେ ପ୍ରଚାରର ଶେଷ ଦିନ । ଓଡିଶାରେ ଚତୁର୍ଥ ପର୍ଯ୍ୟାୟ ଓ ଦେଶରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡିବ ଭୋଟ । ଆଜି ସନ୍ଧ୍ୟା ସୁଦ୍ଧା ସବୁ ଦଳ ପ୍ରଚାର…
ତାଜା ଖବର ରାଜନୀତି ରାଜ୍ୟ ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ ପାଇଁ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ May 30, 2024 Papirani ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ । ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏମ୍ସ ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ…
ତାଜା ଖବର ରାଜନୀତି ରାଜ୍ୟ ଭୋଟ ପାଇଁ କଟକ ଜିଲ୍ଲାର ୩ଟି ସ୍ଥାନରେ ୩୦ ତାରିଖରୁ ଲଗୁହେବ ୧୪୪ ଧାରା May 29, 2024 Papirani ରାଜ୍ୟରେ ଜୁନ ୧ରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ କଟକ ଜିଲ୍ଲା ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ଜାରି ହେଇଛି ୧୪୪ ଧାରା । ଜିଲ୍ଳାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶରେ ୧୪୪…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ନେତା ନକଲି କାଗଜପତ୍ର କରି ଚାଷୀଙ୍କ ନାଁରେ ଋଣ କରିନେଇଛନ୍ତି: ମୋଦୀ May 29, 2024 Papirani ରାଜ୍ୟର ଶେଷ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାଲେଶ୍ୱର ଜିଲ୍ଳାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏଠାରେ ଆୟୋଜିତ ଜନସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଓଡ଼ିଶା ଲୋକଙ୍କ ଭଲପାଇବାକୁ ମୁଁ କେବେ ଭୁଲି…