Tag: Elections

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଦେଶର ଇତିହାସରେ ଆଜି ତୃତୀୟଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ମୁହାଁମୁହିଁ ହେବେ ଓମ୍ ବିର୍ଲା ଏବଂ କେ.ସୁରେଶ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲାଙ୍କୁ ଏନଡିଏ…

ପ୍ରାରମ୍ଭିକ ଟ୍ରେଣ୍ଡରେ ଓଡ଼ିଶାର ବିଧାନସଭା ଓ ଲୋକସଭାରେ ଆସନରେ ବିଜେପି ଆଗୁଆ

ଆସୁଛି ନିର୍ବାଚନ ଫଳାଫଳ । ପ୍ରାରମ୍ଭିକ ଟ୍ରେଣ୍ଡରେ ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ବିଜେପି ଆଗୁଆ ଥିବା ବେଳେ ବିଜେଡି ପଛରେ ରହିଛି । ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ବର୍ତ୍ତମାନ ସୁଦ୍ଧା ଲୋକସଭା ଆସନର…

ବିଜେପିର ଭୁବନେଶ୍ୱର, ପୁରୀ ଓ ବରଗଡ଼ର ଲୋକସଭା ପ୍ରାର୍ଥୀ ଆଗୁଆ

ସକାଳୁ ଭୋଟ୍ ଗଣତି ଆରମ୍ଭ ହେବା ସହିତ ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ। ଏପର୍ଯ୍ୟନ୍ତ ବିଜେପି ଭୁବନେଶ୍ୱର, ପୁରୀ ଓ ବରଗଡ଼ର ଲୋକସଭା ପ୍ରାର୍ଥୀ ଆଗୁଆ ରହିଥିବା ଦେଖିବାକୁ ମିଳିଛି । ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ…

ଅପରାହ୍ନ ୧ଟା ସୁଦ୍ଧା ରାଜ୍ୟରେ ହୋଇଛି ୩୭.୬୪ ପ୍ରତିଶତ ମତଦାନ

ରାଜ୍ୟରେ ଲୋକ ସଭା ଏବଂ ବିଧାନସଭା ଲାଗି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲିଛି…

ଓଡ଼ିଶାରେ ନବୀନ ସରକାର ବାବୁମାନଙ୍କ ଘେରାବନ୍ଦୀରେ ରହିଛି :ଯୋଗୀ

ଓଡ଼ିଶାରେ ପହଞ୍ଚି ଚିଲିକାରେ ନିର୍ବାଚନ ପ୍ରଚାର ସଭାରେ ଯୋଗଦେଲେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଚିଲିକା ବାଣପୁର ସଭାରେ ଯୋଗ ଦେଉ ଦେଉ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ଯୋଗୀ ଆଦିତ୍ୟନାଥ । ସେ କହିଛନ୍ତି ପ୍ରଭୁ ଜଗନ୍ନାଥ ଆମକୁ…

ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୮.୯୫% ମତ ସାବ୍ୟସ୍ତ ହୋଇଛି

ଆଜି ରାଜ୍ୟରେ ଦିନ ୩ ଟା ସୁଦ୍ଧା ମୋଟ ୪୮.୯୫% ମତଦାନ ହୋଇଥିବା ବେଳେ ଆଗରେ ଅଛି ବରଗଡ଼। ବରଗଡ଼ ସଂସଦୀୟ କ୍ଷେତ୍ରରେ ୫୩.୮୮% ମତଦାନ ହୋଇଥିବା ବେଳେ ଆସ୍କାରେ ୪୬.୨୩%, କନ୍ଧମାଳ୪୮.୯୩%, ବଲାଙ୍ଗୀରରେ ୪୬.୯୬% ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରରେ…

ଦିନ ୯ଟା ସୁଦ୍ଧା ରାଜ୍ୟରେ ୬.୯୯ % ମତଦାନ

ଆଜି ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ଓଡିଶାର ୫ ସଂସଦୀୟ କ୍ଷେତ୍ର ସହ ଆଜି ୩୫ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ଆଜି ସକାଳ ୯ ଟା ସୁଦ୍ଧା ଲୋକସଭା ପାଇଁ ୬.୮% ମତଦାନ ହୋଇଥିବା ବେଳେ…

ଘରେ ବସି ଭୋଟ ଦେଲେ ବରିଷ୍ଠ ନେତା

ଆସନ୍ତା ୨୫ ତାରିଖରେ ଅନୁଷ୍ଠିତ ହେବ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ । ରାଜଧାନୀ ଦିଲ୍ଲୀରେ ହେବ ମତଦାନ। ନିର୍ବାଚନ ଆୟୋଗଙ୍କ ତରଫରୁ ୮୫ ବର୍ଷରୁ ଉର୍ଦ୍ଧ୍ଵ ଲୋକଙ୍କ ପାଇଁ ଘରେ ବସି ଭୋଟ ଦେବାର ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ସେଥିପାଇଁ…

ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ

ଆଜି ଓଡ଼ିଶା ଆସିବେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ । କନ୍ଧମାଳ ଗସ୍ତରେ ଆସି ଆୟୋଜିତ ହୋଇଥିବା କଂଗ୍ରେସ ମହା ସମାବେଶରେ ଯୋଗଦେବେ । ଗୁଦାରୀ ଏୟାରଷ୍ଟ୍ରିପରେ ଆଜି ଅପରାହ୍ନ ୨ଟା ୪୦ ରେ ଫୁଲବାଣୀରେ ପହଞ୍ଚିବା ପରେ ସ୍ଥାନୀୟ…

ଗଞ୍ଜାମ ହିଂସା ନେଇ ବିଜେଡି ଉପରେ ବର୍ଷିଲେ ଧର୍ମେନ୍ଦ୍ର

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନ ହିଂସାରେ ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ହେବା ଘଟଣାରେ ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ । ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଟ୍ୱଇଟ କରି କହିଛନ୍ତି ପ୍ରାକ୍ ନିର୍ବାଚନୀ ହିଂସାରେ ଆମର ଦଳର…