Tag: Electoral Roll

Voter Registration Drive: ରାଜ୍ୟରେ ଆଜିଠାରୁ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ ଅଭିଯାନ, ନୂଆ ଓ ବାଦ୍ ପଡ଼ିଥିବା ଭୋଟରଙ୍କୁ ମିଳିବ ସୁଯୋଗ

ରାଜ୍ୟରେ ଆଗାମୀ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଏବେଠାରୁ ଜୋରଦାର ହୋଇଛି। ଏକ ସ୍ୱଚ୍ଛ, ନିରପେକ୍ଷ ଏବଂ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କରିବା ଲକ୍ଷ୍ୟରେ ରାଜ୍ୟବ୍ୟାପୀ ଆଜିଠାରୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ…