Tag: Elephant

ବିଦ୍ୟୁତ ଆଘାତରେ ହାତୀ ମୃତ

ବିଦ୍ୟୁତ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରେ ଏଭଳି ଘଟଣା ଘଟିଛି। ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ସୋମବାର…

ଛୁଆହାତୀ ‘ମାମା’ର ମୃତ୍ୟୁ

ପ୍ରଶିକ୍ଷଣ କେନ୍ଦ୍ରରେ ଛୁଆ ହାତୀ ‘ମାମା’ର ମୃତ୍ୟୁ ହୋଇଛି । ଡମପଡ଼ା କୁମାରଖୁଣ୍ଟି ହାତୀ ପ୍ରଶିକ୍ଷଣ କେନ୍ଦ୍ରରେ ‘ମାମା’ର ମୃତ୍ୟୁ ହୋଇଥିବା ଜଣାପଡିଛି । ୭ ବର୍ଷର ‘ମାମା’ର ମୃତ୍ୟୁ ନେଇ ଚନ୍ଦକା ଡିଏଫ୍‌ଓ ସୂଚନା ଦେଇଛନ୍ତି। ହାର୍ପିସ ଭୂତାଣୁ ଆକ୍ରାନ୍ତରେ…

ଆଖି ବୁଜିଲା ଚନ୍ଦକା ଅଭୟାରଣ୍ୟର ସବୁଠୁ ବଡ଼ ଦନ୍ତା ‘ରାମୁ’

ଆଖି ବୁଜିଲା ଚନ୍ଦକା ଡମପଡ଼ା ଅଭୟାରଣ୍ୟର ସବୁଠୁ ବଡ଼ ଦନ୍ତା ‘ରାମୁ’ । ବିଦ୍ୟୁତ ଆଘାତରେ ଜୀବନ ଯାଇଥିବା ସନ୍ଦେହ । ବିଦ୍ୟୁତ୍ ବିଭାଗ ଠାରୁ ଖବର ପାଇବା ପରେ ଘଟଣାସ୍ଥଳରେ ବନ ବିଭାଗ ଆସି ପହଞ୍ଚି ମୃତଦେହ ଜବତ କରିଛି…