ତାଜା ଖବର ରାଜ୍ୟ ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 7, 2025 Papirani ଆଜି ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗଲ ତରଫରୁ ୟୁନିଟ୍ -୩ କ୍ୟାପିଟାଲ୍ ହାଇସ୍କୁଲ ଠାରେ ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ଆଜି ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ…