Tag: EMRS

24 New EMRS Schools Open in Odisha: ଓଡ଼ିଶାରେ କାର୍ଯ୍ୟକ୍ଷମ ହେଲା ଆଉ ୨୪ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ; ମୋଟ ସଂଖ୍ୟା ୭୧କୁ ବୃଦ୍ଧି

ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ଓ ଶିକ୍ଷାଗତ ଅଗ୍ରଗତି ଦିଗରେ ରାଜ୍ୟ ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ…