ରାଜ୍ୟ କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ ଗିରଫ May 31, 2025 Nirvay ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗର କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଆଜି ତାଙ୍କୁ ଗିରଫ କରିବା ପରେ କୋର୍ଟରେ ହାଜର କରାଯିବ ବୋଲି ସୂଚନା ମିଳିଛି । କାଲି କୁବେର…