ତାଜା ଖବର ଦେଶ Ex-VP Dhankhar Admitted To AIIMS: ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ January 12, 2026 Papirani AIIMSରେ ଭର୍ତ୍ତି ହେଲେ ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ । ଅସୁସ୍ଥତା କାରଣରୁ ୨ ଥର ଚେତା ହରାଇବା ପରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି । ସ୍ବାସ୍ଥ୍ୟାବସ୍ଥାକୁ ନେଇ ପରିବାର ପକ୍ଷରୁ ପ୍ରତିକ୍ରିୟା ମିଳି ପାରିନାହିଁ। ଅଧିକାରୀ କହିଛନ୍ତି, ପୂର୍ବତନ ଉପରାଷ୍ଟ୍ରପତି…