Tag: Exam warriors

ପରୀକ୍ଷା ପେ’ ଚର୍ଚ୍ଚା ମାଧ୍ୟମରେ ପରୀକ୍ଷାର୍ଥୀଙ୍କୁ ମୋଦିଙ୍କ ଟିପ୍ସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ’ ଚର୍ଚ୍ଚାର ଅଷ୍ଟମ ସଂସ୍କରଣରେ ଆଜି ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକମାନଙ୍କ ସହ ପରୀକ୍ଷା ପ୍ରସ୍ତୁତି, ଚାପ ପରିଚାଳନା ଏବଂ ବ୍ୟକ୍ତିଗତ ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି । ଛାତ୍ରଛାତ୍ରୀଙ୍କୁ ସମ୍ୱୋଧିତ କରି ଲେଖିବା ଅଭ୍ୟାସ…