ତାଜା ଖବର ରାଜନୀତି ରାଜ୍ୟ BJD Fact Finding Team: ମାଲକାନଗିରି ଯିବ ବିଜେଡି; ୭ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗଠନ December 11, 2025 Papirani ମାଲକାନଗିରି ମୁଣ୍ଡ ବିହୀନ ଶବ ଉଦ୍ଧାର ଘଟଣା। ମାଲକାନଗିରି ଯିବ ବିଜେଡିର ୭ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ। ବିଜେଡି ଆଜି ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମାଲକାନଗିରି ଜିଲ୍ଲା ପରିଦର୍ଶନ ପାଇଁ ଏକ ତଥ୍ୟ ଅନୁସନ୍ଧାନକାରୀ ଦଳ ଗଠନ…