Tag: Faculty Recruitment

Varsities to Get New Faculties: ନଭେମ୍ବର ସୁଦ୍ଧା ଅଧ୍ୟାପକ ନିଯୁକ୍ତି ସାରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟାକୁ ନଭେମ୍ବର ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ୧୪ଟି ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ରାଜ୍ୟପାଳ ତଥା କୁଳାଧିପତି ଡ. ହରିବାବୁ କମ୍ଭମପତି…