Tag: Farewell

Chief Secretary Odisha: ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ; ଅପରାହ୍ନରେ ଦାୟିତ୍ଵ ଗ୍ରହଣ କରିବେ ଅନୁ ଗର୍ଗ

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ । ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ଵରେ ରହିଛନ୍ତି ମନୋଜ ଆହୁଜା । ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୂଜା ଅବସର ଗ୍ରହଣ କରିବେ । ସେଥିପାଇଁ ତାଙ୍କୁ…