Tag: Farmer Family

Odisha Schools Begin Morning Classes

ଚାଷୀ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଉଠାଇବେ ସରକାର

ଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ସେମାନଙ୍କ ପିଲାମାନଙ୍କ ପାଠପଢ଼ା ଖର୍ଚ୍ଚ ଉଠାଇବେ ସରକାର। ମୁଖ୍ୟମନ୍ତ୍ରୀ କିଷାନ ଶିକ୍ଷା ପ୍ରୋତ୍ସାହନ ଯୋଜନା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ଯେଉଁଥିରେ ସ୍ୱଳ୍ପ ଆୟ ବର୍ଗର ପରିବାର, ଛୋଟ, ମାର୍ଜିତ, ଭାଗଚାଷୀ କୃଷକ ଏବଂ…