Tag: Farmers

CM-Kisan Assistance: ଚାଷୀଙ୍କ ଖାତାକୁ ଗଲା ସିଏମ୍-କିଷାନ ଟଙ୍କା

ରାଜ୍ୟର ଚାଷୀମାନଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟର ଚାଷୀମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବା ପାଇଁ ଓଡ଼ିଶା ସରକାର ‘ସିଏମ୍-କିଷାନ’ ଯୋଜନାର ପଞ୍ଚମ କିସ୍ତି ଅର୍ଥ ରାଶି ପ୍ରଦାନ କରିଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ…

Odisha Extends Paddy Registration Deadline: ରାଜ୍ୟରେ ୭ ଦିନ ବଢ଼ିଲା ଧାନ ପଞ୍ଜୀକରଣ ସମୟସୀମା

ରାଜ୍ୟର ଚାଷୀମାନଙ୍କ ପାଇଁ ସରକାରଙ୍କ ତରଫରୁ ଏକ ଆଶ୍ୱାସନାପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ଧାନ ପଞ୍ଜୀକରଣ ଅବଧିକୁ ଆଉ ୭ ଦିନ ବୃଦ୍ଧି କରାଯାଇଛି। ଏ ସମ୍ପର୍କରେ ଖାଉଟି କଲ୍ୟାଣ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ବିଶେଷ ସୂଚନା…

2 Farmers Attempt Suicide in kendrapada: ଜନ ଶୁଣାଣି ବେଳେ ଦୁଇ ଚାଷୀଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ବେଳେ ଚାଷୀଙ୍କ ଜୀବନ ହାରିବାକୁ ଉଦ୍ୟମ । ସମସ୍ୟାର ସମାଧାନ ନହେବାରୁ ପ୍ରଶାସନ ସମ୍ମୁଖରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଦୁଇ ଚାଷୀ। ବେଆଇନ ଚିଙ୍ଗୁଡ଼ି ଘେରି ବିରୋଧରେ…

AgriStack Not Mandatory: ଚାଷୀ ପଞ୍ଜୀକରଣ ଲାଗି ଏଗ୍ରିଷ୍ଟାକ୍ ବାଧ୍ୟତାମୂଳକ ନୁହେଁ: ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

ରାଜ୍ୟରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ପାଇଁ ଏଗ୍ରିଷ୍ଟାକ୍‌ (AgriStack) କାର୍ଡ ବାଧ୍ୟତାମୂଳକ ନୁହେଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସ୍ପଷ୍ଟ କରିଛନ୍ତି। ଏହାକୁ ନେଇ ଦେଖାଦେଇଥିବା ଦ୍ୱନ୍ଦ୍ୱକୁ ଦୂର କରି ମନ୍ତ୍ରୀ କହିଛନ୍ତି ଯେ, ଚାଷୀମାନଙ୍କ ସୁବିଧା ପାଇଁ ଏହି…

Naveen Patnaik targets BJP Govt: ବିଜେଡି ଚାଷୀ ସମାବେଶରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବୋଧନ

ବିଜେଡିର ବିଶାଳ ଚାଷୀ ସମାବେଶରେ ଗର୍ଜିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଚାଷୀ ସମାବେଶରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବୋଧନ ଦେଇ କହିଛନ୍ତି ଖୁବ ଶୀଘ୍ର ଏ ସରକାର ଦୁଇ ବର୍ଷ ପୂରଣ କରିବ। ଏ ସରକାର…

MSP for Kharif Crops: ଧାନର ଏମଏସପି ୬୯ ଟଙ୍କା ବୃଦ୍ଧି

ଚାଷୀଙ୍କ ପାଇଁ ଖୁସି ଖବର । ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ଖରିଫ ‍ଫସଲ ପୂର୍ବରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ବିଭିନ୍ନ…

ଜୈବିକ କୃଷି ଏକ ବିକଳ୍ପ କି ?

ଜୈବିକ କୃଷିସାରର ପ୍ରୟୋଗ କୃଷି ଉତ୍ପାଦନରେ ବୃଦ୍ଧି ଆଣିବା ସହ ଫସଲର ପୁଷ୍ଟିକର ମାନ ବଢ଼ାଇଥାଏ । ରାସାୟନିକ ସାରର ବିକଳ୍ପ ଭାବେ ଜୈବିକ କୃଷି ପ୍ରମୁଖ ଭୂମିକା ଗ୍ରହଣ କରିଛି । ମୁଖ୍ୟତଃ- କୃଷି ଜମି ମୃତ୍ତିକା ଏବଂ ମଞ୍ଜିରେ…

ସାର ଅଭାବ ପ୍ରତିବାଦରେ ଏନ୍‌ଏଚ୍‌ ଅବରୋଧ କଲେ ଚାଷୀ

ମାଲକାନଗିରି ଜିଲ୍ଲାରେ ସାରର ଅଭାବକୁ ନେଇ ଶନିବାର ଦିନ ଶତାଧିକ ଚାଷୀ ସମବାୟ ବିଭାଗ ନିକଟରେ ଚାଷୀ ଏନ୍‌ଏଚ୍‌ ଅବରୋଧ କରିଛନ୍ତି । ଚାଷୀ ବାରମ୍ବାର ଦାବି କଲେବି କୌଣସି ସୁଫଳ ନମିଳିବାରୁ ଶେଷରେ ବାଧ୍ୟହୋଇ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି ।…