ରାଜନୀତି ରାଜ୍ୟ Odisha Politics: ମିଛ ତଥ୍ୟ ଦେଇ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି ଯୋଗାଣମନ୍ତ୍ରୀ: ବିଜେଡି December 24, 2025 Nirvay ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ୍ ମହାନ୍ତି କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟର ଚାଷୀମାନଙ୍କୁ ଧାନ ସଂଗ୍ରହ ବାବଦରେ ମିଛ ତଥ୍ୟ ଦେଇ ଭୂଆଁ ବୁଲାଉଛନ୍ତି ।…