ତାଜା ଖବର ରାଜ୍ୟ Odisha Bandh Today: ଆଜି ନବନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ପାଳନ January 28, 2026 Nirvay ଆଜି ନବନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ପାଳନ । ସକାଳ ୬ରୁ ଦିନ ୨ଟା ଯାଏଁ ୮ ଘଣ୍ଟିଆ ବନ୍ଦ ପାଳନ । ଧାନକିଣାରେ ଅବ୍ୟବସ୍ଥା, ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଏବଂ ସ୍ମାର୍ଟ ମିଟରକୁ ବିରୋଧ କରି…