ତାଜା ଖବର ରାଜ୍ୟ Strict Action Against Fertiliser Dealers Aiding Ganja Cultivation: ଗଞ୍ଜେଇ ଚାଷ ପାଇଁ ସାର ଯୋଗାଉଥିବା ଡିଲରଙ୍କ ବିରୋଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ August 11, 2026 Papirani ରାଜ୍ୟରେ ବେଆଇନ ଗଞ୍ଜେଇ ଚାଷକୁ ରୋକିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି । ଗଞ୍ଜେଇ ଚାଷ ପାଇଁ ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀ ଯୋଗାଉଥିବା ସାର ଡିଲରମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…