Tag: Film Director

Film Director S.K. Muralidharan Dies: ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୁରଲୀଧରନଙ୍କ ପରଲୋକ

ଭୁବନେଶ୍ୱରର ଏକ ହୋଟେଲରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୁରଲୀଧରନଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା । ପରେ କ୍ୟାପିଟାଲ ହସ୍ପିଟାଲକୁ…