Tag: fire

କଟକ ଘରୋଇ ନର୍ସିଂ ହୋମ୍ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ

କଟକର ଏକ ଘରୋଇ ନର୍ସିଂ ହୋମ୍ ରେ ନିଆଁ ଲାଗିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହା ଅତ୍ୟନ୍ତ ଦୁଃଖଦ ଘଟଣା। ରୋଗୀମାନଙ୍କ ଜୀବନ ବଞ୍ଚାଉ ଥିବା…

କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଅଗ୍ନିକାଣ୍ତ

କଟକର ଏକ ଘରୋଇ ନର୍ସିଂହୋମ୍‌ରେ ନିଆଁ । ପୁରୀଘାଟ ଥାନା ନିକଟ ନର୍ସିଂହୋମ୍‌ର ୩ୟ ମହଲାରେ ଥିବା ଆଇସିୟୁରେ ଲାଗିଛି ନିଆଁ । ଖବର ପାଇ ନିଆଁ ଲିଭାଇବା ପାଇଁ ପହଞ୍ଚିଲା ଦମକଳ ବାହିନୀ । ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର…

ଭୁବନେଶ୍ବରର ଆପାର୍ଟମେଣ୍ଟରେ ଲାଗିଲା ନିଆଁ

ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରେ ଲାଗିଲା ନିଆଁ । ତେବେ ନିଆଁ ଲାଗିବାର କାରଣ…

କୋଇଲା ଟ୍ରେନ୍‌ରେ ଲାଗିଲା ନିଆଁ

ବାଲେଶ୍ୱର ଜିଲ୍ଲା ସୋର ଷ୍ଟେଶନରେ ଆଜି ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ଟ୍ରେନଟି ତାଳଚେରରୁ ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ବେଳେ ସୋର ଷ୍ଟେସନ ଠାରେ ନିଆଁ ଲାଗିଥିବାର ଗାର୍ଡ ଦେଖିଥିଲେ । ଏହାପରେ ସୋର ଷ୍ଟେସନ ମାଷ୍ଟରଙ୍କୁ ଜଣାଇଥିଲେ…

ବିଷମକଟକ ବସ୍‌ଷ୍ଟାଣ୍ଡରେ ଜଳିଗଲା ୪ଟି ବସ୍

ରାୟଗଡ଼ା ଜିଲା ବିଷମକଟକ ବ୍ଲକର ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ ଜଳି ପାଉଁଶ ହୋଇଯାଇଛି ୪ଟି ବସ୍। ଜଳିଯାଇଥିବ ବସ୍ ଜଣେ ମାଲିକଙ୍କର ବୋଲି ସୂଚନା ମିଳିଛି । କିନ୍ତୁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚିଥିଲେ…